ଏସସିବି ବୁଲିଲେ ସାଂସଦ ସଂତୃପ୍ତ ମିଶ୍ର

ଭୁବନେଶ୍ୱର: ନବ ନିର୍ବାଚିତ ରାଜ୍ୟସଭା ସାଂସଦ ସନ୍ତୃପ୍ତ ମିଶ୍ର କଟକ ବଡ ମେଡିକାଲ ଟ୍ରମା କେୟାର ଆଇସିୟୁର ଦୁର୍ଘଟଣାସ୍ଥଳ ବୁଲି ଦେଖିବା ସହ ସଂକଟାପନ୍ନ ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି । ମେୟର ସୁବାସ ସିଂ ଓ ଅନ୍ୟ ମାନଙ୍କ ସହ ଆସି ପୁରା ଆଇସିୟୁ ଓ ନ୍ୟୁରୋ ସର୍ଜରୀ ବିଭାଗ ବାବଦରେ ପଚାରି ବୁଝିଥିଲେ । । ପରେ ନିଜ ପ୍ରତିକ୍ରିୟାରେ ସେ କହିଥିଲେ ଘଟଣା ଦୁଃଖଦାୟକ। ଏତେ ବଡ ମେଡିକାଲରେ ଏପରି ଘଟଣା ଘଟିଲା ପରେ କାହିଁକି ବଡ ବଡ ଅଧିକାରୀ ଏପରିକି ମନ୍ତ୍ରୀ ଉତ୍ତର ଦାୟିତ୍ବ ନେଇ ଇସ୍ତଫା ଦେଲେ ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି । ମନ୍ତ୍ରୀ ନ ହେଲା ନାହିଁ ବଡ ଅଧିକାରୀଙ୍କୁ ବହିସ୍କୃତ ନ କରି ତଳତଳିଆଙ୍କୁ ନିଲମ୍ବନ କଲେ କଣ ହେବ। ତେଣୁ ପୁରା ବଡ ମେଡିକାଲ ଓ ରାଜ୍ୟର ସମସ୍ତ ମେଡିକାଲର ବ୍ୟବସ୍ଥାକୁ ତୁରନ୍ତ ପୁଙ୍ଖାନୁପୁଙ୍ଖ ଭାବେ ପରୀକ୍ଷା କରାଯାଇ ମରାମତି କରିବାକୁ ସେ ଦାବୀ କରିଛନ୍ତି। ଖାଲି ଦୋଷ ପୂର୍ବ ସରକାରକୁ ଦେଲେ ଆପଣ ଲୋକଙ୍କ ରୋଷର ଶୀକାର ହେବେ ବୋଲି ସଂନ୍ତୃପ୍ତ କହିଛନ୍ତି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ