ସୁବାସିନୀଙ୍କ ବାସଭବନ ଘେରାଉ

ଭୁବନେଶ୍ୱର: ବିଜେଡି ବିଧାୟିକା ସୁବାସିନୀ ଜେନାଙ୍କ ବିରୋଧରେ ଏବେ ମଇଦାନକୁ ଓହ୍ଲାଇଛି ନିଜ ଦଳ। ନିର୍ବାଚନରେ ବିଜେଡି ବସ୍ତା ବିଧାୟିକା ସୁବାସିନୀ ଜେନାଙ୍କ କ୍ରସ ଭୋଟିଂ ନେଇ ବିଜୁ ମହିଳା ଜନତା ଦଳ ପ୍ରତିବାଦ କରିଛି। ସୁବାସିନୀଙ୍କ ବାସଭବନ ଆଗରେ ଗର୍ଜିଛି ବିଜୁ ମହିଳା ଜନତା ଦଳ।

ରାଜ୍ୟ ମହିଳା ସଭାପତି ସେହ୍ନାଙ୍ଗିନୀ ଛୁରିଆଙ୍କ ପ୍ରତ୍ୟକ୍ଷ ନେତୃତ୍ୱରେ ଶହ ଶହ ମହିଳା କର୍ମୀ ବିଧାୟିକାଙ୍କ ଘର ଘେରାଉ କରିଛନ୍ତି। ବିଧାୟିକା ସୁବାସିନୀ ଜେନା ଦଳୀୟ ଅନୁଶାସନ ଉଲ୍ଲଂଘନ କରିଥିବା ଦର୍ଶାଇ ତାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।

ନିର୍ବାଚନ ସମୟରେ ବିଶ୍ୱାସଘାତକତା କରି ଦଳକୁ ଅଡୁଆରେ ପକାଇଥିବା ନେଇ ସୁବାସିନୀଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଦାବି କରିଛି ବିଜୁ ମହିଳା ଜନତା ଦଳ।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ