ବିଧାନସଭା:ରାଜ୍ୟରେ ଶିଶୁ ନିଖୋଜ ମାମଲା ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଶିଶୁ ନିଖୋଜ ମାମଲା ବୃଦ୍ଧି ପାଇବାରେ ଲାଗିଛି । ସୋମବାର ବିଧାନସଭାରେ ଲିଖିତ ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ୨୦୨୪ରେ ୬୮୩୮ ଜଣ ଶିଶୁ ନିଖୋଜ ହୋଇଥିବାବେଳେ ୫୯୪୨ ଜଣଙ୍କୁ ଉଦ୍ଧାର କରାଯାଇଥିଲା । ୨୦୨୫ରେ ନିଖୋଜ ସଂଖ୍ୟା ବୃଦ୍ଧି ପାଇ ୮୨୦୬ରେ ପହଞ୍ଚିଲା । ତେବେ ସେମାନଙ୍କ ମଧ୍ୟରୁ ୬୦୩୬ ଜଣ ଉଦ୍ଧାର ହୋଇଛନ୍ତି ।

  • Related Posts

    ବିଜେଡି ସୁପ୍ରିମୋଙ୍କ ଉତ୍କଳ ଦିବସ ଶୁଭେଚ୍ଛା

    ଭୁବନେଶ୍ୱର: ବିଜେଡି ଦଳ ସଭାପତି ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜ X ପୋଷ୍ଟରେ ଲେଖିଛନ୍ତି,” ‘ଓଡ଼ିଶା ଦିବସ’ କେବଳ ଏକ ଉତ୍ସବ ନୁହେଁ, ଏହା ହେଉଛି ଆବେଗ। ପ୍ରତିଟି ଓଡ଼ିଆଙ୍କ ସ୍ୱାଭିମାନ ଓ ପ୍ରଗତିର…

    Continue reading
    ଉତ୍କଳ ଦିବସ:ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

    ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍କଳ ଦିବସ ଅବସରରେ ଦେଶ ଓ ବିଦେଶରେ ରହୁଥିବା ଓଡିଆଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜ X ହ୍ୟାଣ୍ଡେଲରେ ଲେଖିଛନ୍ତି, “ଓଡ଼ିଶା ସମେତ ବିଶ୍ୱର ବିଭିନ୍ନ ଅଞ୍ଚଳରେ ରହୁଥିବା ଓଡ଼ିଆ ଭାଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ