ବିଧାନସଭା:ରାଜ୍ୟରେ ଅଛନ୍ତି ୧୫ ମାଓବାଦୀ

ଭୁବନେଶ୍ୱର: ରାଜ୍ୟରେ ଏବେ ଆଉ ମାତ୍ର ୧୫ ଜଣ ମାଓବାଦୀ ଅଛନ୍ତି । ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ କନ୍ଧମାଳ-କଳାହାଣ୍ଡି-ରାୟଗଡ଼ା ସୀମାନ୍ତ ଅଞ୍ଚଳରେ ୧୫ ଜଣ ମାଓବାଦୀ ରହିଛନ୍ତି । ରାଜ୍ୟର ଆଉ କୌଣସି ସ୍ଥାନରେ ମାଓବାଦୀ ନାହାନ୍ତି । ୨୦୨୬ ମାର୍ଚ୍ଚ ୧୫ ତାରିଖ ସୁଦ୍ଧା ୯୬ ଜଣ ମାଓବାଦୀ/ମିଲିସିଆ ଆତ୍ମସମର୍ପଣ କରିଛନ୍ତି । କନ୍ଧମାଳ ଜିଲ୍ଲାକୁ ମାଓ ପ୍ରଭାବିତ ଜିଲ୍ଲାଭାବେ ପରିଗଣିତ କରାଯାଉଛି । ୨୦୨୬ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଓଡ଼ିଶା ସମ୍ପୂର୍ଣ୍ଣ ମାଓମୁକ୍ତ ରାଜ୍ୟ ହେବ ।

  • Related Posts

    ଏପ୍ରିଲ ୨ରୁ ରାଜ୍ୟରେ ପିୟୁସିସି ଯାଞ୍ଚ୍ କଡ଼ାକଡ଼ି

    କଟକ: ଆସନ୍ତା ଏପ୍ରିଲ ୨ତାରିଖରୁ ରାଜ୍ୟରେ ପୁଣି ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ୍ (ପିୟୁସିସି) ଯାଞ୍ଚ୍ କଡ଼ାକଡ଼ି କରାଯିବ । ଯେଉଁମାନେ ଗାଡ଼ିର ପିୟୁସିସି କରିନଥିବେ ସେମାନଙ୍କ ଉପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍ଟିଏ)…

    Continue reading
    ଆଜିଠୁ ନୂଆ ସୁଭଦ୍ରା ଆବେଦନ

    ଭୁବନେଶ୍ୱର:ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ ବୟସ ୨୦୨୬ ଏପ୍ରିଲ ୧ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ