ଆଇସିସି ବ୍ୟାଟିଂ ମାନ୍ୟତା, ଦ୍ବିତୀୟରେ ସ୍ମୃତି ମାନ୍ଧାନା

ଦୁବାଇ: ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ପ୍ରକାଶିତ ସଦ୍ୟତମ ମହିଳା ବ୍ୟାଟିଂ ମାନ୍ୟତାରେ ଭାରତର ସ୍ମୃତି ମାନ୍ଧାନା ଦ୍ବିତୀୟ ସ୍ଥାନ ବଜାୟ ରଖିଛନ୍ତି। ତାଙ୍କ ସାଥୀ ଖେଳା​ଳି ଶେଫାଳୀ ବର୍ମା ଷଷ୍ଠ ସ୍ଥାନରେ ଓ ଜେମିମା ରୋଡ୍ରିଗ୍ସ ୧୧ତମ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ ଅଧିନାୟିକା ହରମନପ୍ରିତ୍‌ କୌର୍‌ ନିଜର ମାନ୍ୟତାରେ ଉନ୍ନତି ହାସଲ କରି ୧୪ତମ ସ୍ଥାନରେ ପହଞ୍ଚିଛନ୍ତି। ଏହି ତାଲିକାରେ ଅଷ୍ଟ୍ରେଲିଆର ବ୍ୟାଟର୍‌ ବେଥ୍‌ ମୁନି ପ୍ରଥମ ସ୍ଥାନରେ ଅଛନ୍ତି। ବୋଲରମାନଙ୍କ ମଧ୍ୟରେ ସ୍ପିନ୍‌ ଅଲ୍‌ରାଉଣ୍ଡର ଦିପ୍ତି ଶର୍ମା ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଥିବାବେଳେ ଦ୍ରୁତ ବୋଲର ରେଣୁକା ସିଂ ଠାକୁର ଷଷ୍ଠସ୍ଥାନ ବଜାୟ ରଖିଛନ୍ତି। ଏହି ତାଲିକାରେ ପାକିସ୍ତାନର ସାଦିଆ ଇକ୍‌ବାଲ୍‌ ପ୍ରଥମ ସ୍ଥାନରେ ଅଛନ୍ତି। ସେହିପରି ଅଲରାଉଣ୍ଡର୍‌ ମାନ୍ୟତାରେ ଭାରତର ଦିପ୍ତି ଶର୍ମା ତୃତୀୟ ସ୍ଥାନରେ ଅଛନ୍ତି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ