ବିଜେଡିରୁ ଇସ୍ତଫା ଦେଲେ ୯ କାଉନସିଲର

କେନ୍ଦୁଝର : ପୁଣି ବିଜେଡିକୁ ଲାଗିଲା ଝଟକା । କେନ୍ଦୁଝର ପୌର ପାଳିକାର ଭାଇସ୍ ଚେୟାରମ୍ୟାନଙ୍କ ସମେତ ୯ ଜଣ କାଉନସିଲର ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ସେମାନେ ନିଜର ଇସ୍ତଫାପତ୍ର ଦଳର ସଭାପତିଙ୍କ ନିକଟକୁ ପଠାଇଛନ୍ତି । ସମୁଦାୟ ୨୧ ଟି ୱାର୍ଡ ବିଶିଷ୍ଠ ଏହି ପୌରପାଳିକାରେ ବିଜେଡିରୁ ୧୩ ଜଣ କାଉନସିଲର ରହିଥିବାବେଳେ ୯ ଜଣ ଇସ୍ତଫା ଦେଇଛନ୍ତି ।

ଏହାସହ କେନ୍ଦୁଝର ଜିଲ୍ଲାର ତିନି ଜଣ ବିଜେଡିର ସଧାରଣ ସମ୍ପାଦକ ମଧ୍ୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତିଙ୍କ ନିକଟକୁ ଇସ୍ତଫାପତ୍ର ପଠାଇଥିବା ଏହି ତିନି ସାଧାରଣ ସମ୍ପାଦକ ହେଲେ ଶୁଭେନ୍ଦୁ ପଟ୍ଟନାୟକ, ଶରତ କୁମାର ସାହୁ, ବରୋଦା ପ୍ରଶନ୍ନ ଦାଶ ।

  • Related Posts

    ତୁଛା ମିଛ କହିଛନ୍ତି ନିଶିକାନ୍ତ ଦୁବେ:ବିଜୟ ମହାପାତ୍ର

    ଭୁବନେଶ୍ଵର : ବିଜୁ ବାବୁଙ୍କୁ ନେଇ ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ମନ୍ତବ୍ୟକୁ ଦୃଢ ନିନ୍ଦା କଲେ ବରିଷ୍ଠ ବିଜୟ ମହାପାତ୍ର। କହିଲେ, ତୁଛା ମିଛ କହିଛନ୍ତି ନିଶିକାନ୍ତ ଦୁବେ। ଜଣେ ଦାୟିତ୍ଵ ସମ୍ପନ୍ନ ସାଂସଦଙ୍କ ବିଜୁ ବାବୁଙ୍କ ପ୍ରତି ଏଭଳି…

    Continue reading
    ‘ଓଡ଼ିଶାର ଭୂମିପୁତ୍ର ଓ ଜାତୀୟ ନେତାଙ୍କ ପ୍ରତି ଏକ ନିର୍ଲଜ ଆଘାତ’

    ଭୁବନେଶ୍ବର:ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟାନନ୍ଦ ପଟ୍ଟନାୟକ ବା ବିଜୁ ବାବୁଙ୍କ ବାବଦରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ତେଜୁଛି ରାଜନୀତି । ନିଶିକାନ୍ତଙ୍କ ମନ୍ତବ୍ୟକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ