ଲୋୟର ପିଏମଜିରେ ବିରୋଧୀ ଦଳଙ୍କ ମିଳିତ ଗଣଧାରଣା

ଭୁବନେଶ୍ୱର: ମିଳିତ ବିରୋଧୀ ଦଳ ତରଫରୁ ବିଶାଳ ଗଣଧାରଣା। ଲୋୟର ପିଏମଜିରେ ଗଣଧାରଣା ଦେଇଛନ୍ତି ୧୦ଟି ରାଜନୈତିକ ଦଳ। ଏସସିବି ଅଗ୍ନିକାଣ୍ଡ ମୃତକଙ୍କୁ ନ୍ୟାୟ ଏବଂ ଘଟଣାରେ ଦାୟୀ ଅଧିକାରୀଙ୍କୁ ଗିରଫ ଦାବିରେ ଏହି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ବିରୋଧୀ।

ଏହା ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ମଧ୍ୟ ଦାବି କରିଛନ୍ତି। ଆଜିର ଗଣଧାରଣା ରେ କଂଗ୍ରେସ, ବିଜେଡି, ସିପିଆଇ,ସିପିଏମ, ଫରୱାର୍ଡ଼ ବ୍ଲକ, ଏନ.ସି.ପି, ଆରଜେଡି, ସମତା କାନ୍ତି ଦଳ ପ୍ରମୁଖ ସାମିଲ ଅଛନ୍ତି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ