ନିଗମାନନ୍ଦ ସମ୍ମିଳନୀ ବେଳେ ୨ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିବା ବେଳେ ଆଖି ବୁଜିଛନ୍ତି ଦୁଇ ଜଣ ଭକ୍ତ। ସେମାନଙ୍କ ମଧ୍ୟରୁ ଜଣେ କଟକର ହୋଇଥିବା ବେଳେ ଅନ୍ୟ ଜଣେ ପଶ୍ଚିମବଙ୍ଗର ମେଦିନପୁର ବୋଲି ସୂଚନା ମିଳିଛି। ସୂଚନା ଅନୁଯାୟୀ, ସମ୍ମିଳନୀ ଚାଲିଥିବା ବେଳେ ଏହି ଦୁଇ ଭକ୍ତଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଥିଲା। ତେଣୁ ସେମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଉଭୟ ହୃଦଘାତର ଶିକାର ହୋଇଥିବା ଜଣାପଡ଼ିଛି। ସମ୍ମିଳନୀରେ ଅତ୍ୟଧିକ ଭକ୍ତଙ୍କ ସମାଗମ ଯୋଗୁ ଏହି ଅଘଟଣ ଘଟିଥାଇପାରେ ବୋଲି କୁହାଯାଉଛି।

  • Related Posts

    ଓଡ଼ିଶାରୁ ଗୋଟିଏ ଇଞ୍ଚ ରେଳପଥ ଅନ୍ୟ ରାଜ୍ୟକୁ ଯାଉ ନାହିଁ: ରେଳ ମନ୍ତ୍ରଣାଳୟ

    ଭୁବନେଶ୍ୱର: ଓଡ଼ିଶାରୁ ଗୋଟିଏ ଇଞ୍ଚ ରେଳପଥ ଅନ୍ୟ ରାଜ୍ୟକୁ ଯାଉ ନାହିଁ। ପଲାସା-ଇଚ୍ଛାପୁରମ ସେକ୍ସନରେ କୌଣସି ବଡ଼ ମାଲ୍‌ ପରିବହନ ଆୟ କରୁଥିବା ଷ୍ଟେସନ ନାହିଁ। ତେଣୁ ପୂର୍ବତଟ ରେଳପଥର କୌଣସି ରାଜସ୍ୱ କ୍ଷତି ହେବ ନାହିଁ ବୋଲି ରେଳ ମନ୍ତ୍ରଣାଳୟ…

    Continue reading
    ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ପ୍ରତି ବଢୁଛି ଯୁବପିଢ଼ିଙ୍କ ଆଗ୍ରହ

    ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପାଳନ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଓ ତୃତୀୟ ଦିନ ଅର୍ଥାତ୍‌ ଏପ୍ରିଲ ୨ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ