ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା, ଯାହା ଫଳରେ ସମଗ୍ର ଗାଁରେ ଆତଙ୍କ ଖେଳିଯାଇଥିଲା। ରିପୋର୍ଟ ଅନୁଯାୟୀ, ଗାଁର ରାଜାରାମ ରୋଷେଇ କରୁଥିବା ସମୟରେ ତାଙ୍କ ଘରେ ନିଆଁ ଲାଗିଯାଇଥିଲା। ସେହି ସମୟରେ ପ୍ରବଳ ପବନ ବହିଥିଲା, ଯାହା ଫଳରେ ନିଆଁ ଦ୍ରୁତ ଗତିରେ ବ୍ୟାପି ଆଖପାଖ ଘରଗୁଡ଼ିକୁ ଗ୍ରାସ କରିଥିଲା। ନିଆଁକୁ ନିୟନ୍ତ୍ରଣ କରାଯିବା ପର୍ୟ୍ୟନ୍ତ ପ୍ରାୟ ୧୫ ଘର ପାଉଁଶ ହୋଇଯାଇଥିଲା। ଅଗ୍ନିକାଣ୍ଡରେ ଶାଶୂ ଏବଂ ବୋହୂଙ୍କର ମୃତ୍ୟୁ ଘଟିଛି।

  • Related Posts

    ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ‘ସ୍ୱପ୍ନ, ସଂକଳ୍ପ ବଡ଼ ହେଲେ ସାମର୍ଥ ବି ବଡ଼ ହେବ’

    ନୂଆଦିଲ୍ଲୀ: ”ଆଜି ପ୍ରତିଟି ଘର ତ୍ରିରଙ୍ଗା । ପ୍ରତିଟି ମନ ତ୍ରିରଙ୍ଗା । ଦେଶ ନୂଆ ସଂକଳ୍ପର ସହ ଆଗକୁ ବଢୁଛି । ପ୍ରଥମ ଥର ପାଇଁ ଲାଲକିଲ୍ଲାରେ ବନ୍ଦେ ମାତରମ୍ ଶୁଭିଲା । ଆଉ ଛୋଟ ସ୍ୱପ୍ନ ଦେଖିଲେ ଚଳିବନି…

    Continue reading
    ନଡ୍ଡା ଅସୁସ୍ଥ, ଏମ୍ସରେ ଭର୍ତ୍ତି

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ ହୋଇ ପଡ଼ିଛନ୍ତି। ସେ ହଠାତ୍‌ ଅସହଜ ଅନୁଭବ କରିବାରୁ ତାଙ୍କୁ ତତ୍କାଳ ଦିଲ୍ଲୀ ସ୍ଥିତି ଏମ୍ସରେ ଭର୍ତ୍ତି କରାଯାଇଛି। ଶ୍ରୀ ନଡ୍ଡା ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ତାଙ୍କ ହାର୍ଟର ଏଞ୍ଜିଓଗ୍ରାଫି କରାଯାଇଛି। ଏବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ