ମୁଖ୍ୟମନ୍ତ୍ରୀ ସର୍ବଦଳୀୟ ବୈଠକ ଡାକନ୍ତୁ: ରଣେନ୍ଦ୍ର

ଭୁବନେଶ୍ୱର: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ସର୍ବଦଳୀୟ ବୈଠକ ଡାକନ୍ତୁ। ଚାଷୀ ସଂଗଠନ ସହ ଆଲୋଚନା କରି ଚାଷୀକୁଳକୁ ଉଦ୍ଧାର କରନ୍ତୁ। ଧାନ ଠିକ ଭାବେ ନ ଉଠିବାରୁ ଅଭାବୀ ବିକ୍ରି ହେଲା। ‘ବର୍ଷା ପାଇଁ ଧାନ ରଙ୍ଗ ବଦଳିଲା, ଚାଷୀ ହଇରାଣ ହେଉଛି। ସରକାର ସେ ଧାନ ଉଠାଇବେ ନା ନାହିଁ ସ୍ପଷ୍ଟ କରନ୍ତୁ ବୋଲି ରଣେନ୍ଦ୍ରପ୍ରତାପ କହିଛନ୍ତି।

ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି।ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

  • Related Posts

    ABVPର ବିଜୟ ପରେ ଶାହାଙ୍କ ଅଭିନନ୍ଦନ

    ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଓଡ଼ିଶାର ଛାତ୍ର ସଂସଦ ନିର୍ବାଚନରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP) ର କର୍ମୀମାନଙ୍କୁ ସେମାନଙ୍କର ବଡ଼ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଶନିବାର (ଅକ୍ଟୋବର ୧୭) ସେ କହିଛନ୍ତି ଯେ, ସଂଗଠନର ଏହି…

    Continue reading
    ଛାତ୍ର ସଂସଦ ଭଳି ପଞ୍ଚାୟତ, ପୌର ଭୋଟରେ କ୍ଲିନ୍‌ସୁଇପ୍‌ କରିବୁ:ବିଜେପି

    ଭୁବନେଶ୍ୱର: ଗତ ବିଜେଡି ସରକାର ଅମଳରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଥିଲା। ପୂର୍ବ ସରକାର ଛାତ୍ର ସମାଜ ଭିତରୁ ନେତୃତ୍ୱ ବିକାଶର ବାଟକୁ ବନ୍ଦକରି ସେମାନଙ୍କ ଗଣତାନ୍ତ୍ରିକ ଅଧିକାର କ୍ଷୁଣ୍ଣ କରିଥିଲେ। ଏନେଇ ବିଜେପି ୨୦୨୪…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି