ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ବୈଶାଖ କୃଷ୍ଣପକ୍ଷ ଚତୁର୍ଥୀ ତିଥି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ସ୍ବତ୍ବ ଲିପି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ନୀତି ପାଇଁ ସୋମବାର ସନ୍ଧ୍ୟା ୬ରୁ ରାତି ୧୦ ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି।

  • Related Posts

    ହର ଘର ତ୍ରିରଙ୍ଗା ଅଭିଯାନ ଅବସରରେ ବାଇକ୍ ରାଲି

    ଦେବଗଡ଼:ହର ଘର ତ୍ରିରଙ୍ଗା ଅଭିଯାନ ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ବାଇକ୍ ରାଲି ଅନୁଷ୍ଠିତ ହୋଇଯାଇଛି।ଉପଜିଲ୍ଲାପାଳଙ୍କ କାର୍ଯାଳୟ ଠାରୁ ଇଣ୍ଡୋର ଷ୍ଟାଡିୟମ ପର୍ଯ୍ୟନ୍ତ ଏହି ରାଲିକୁ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି,ଅତିରିକ୍ତ ଏସପି ଧିରଜ ଚୋପଦାର,ସ୍ୱତନ୍ତ୍ର ଉନ୍ନୟନ ପରିଷଦ…

    Continue reading
    ପାଣିରେ ବୁଡି ଜଣେ ମୃତ

    ଦେବଗଡ଼:ବାରକୋଟ ଥାନାର କିଷାନଗୟଲମରା ବନ୍ଧରେ ଆଜି ଜଣେ ବ୍ୟକ୍ତିଙ୍କ ପା‌ଣିରେ ବୁଡି ମୃତ୍ୟୁ ଘଟିଛି।ମୃତକ ହେଲେ ସଇଡା ଗ୍ରାମର ଗୁରୁଚରଣ ଲୁହୁର। ସୂଚନା ଅନୁଯାୟୀ,ଗତକାଲି ଗୁରୁଚରଣ କିଷାନଗୟଲମରା ବନ୍ଧକୁ ଗାଧେଇବା ପାଇଁ ଯାଇଥିଲେ। କିନ୍ତୁ ଗାଧେଇବା ସମୟରେ ଅସାବଧାନତାବଶତଃ ପାଣିରେ ବୁଡିଯାଇଥିଲେ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ