ସ୍ନାନ ଯାତ୍ରା ପୂର୍ବରୁ ଶେଷ ହେବ ରତ୍ନଭଣ୍ଡାର ଗଣତି:ଆଇନ ମନ୍ତ୍ରୀ

ଭୁବନେଶ୍ୱର: ସ୍ନାନ ଯାତ୍ରା ପୂର୍ବରୁ ଶେଷ ହେବ ରତ୍ନଭଣ୍ଡାର ଗଣତି। ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଅଳଙ୍କାରର ଗଣତି ଓ ମଣତି ପ୍ରକ୍ରିୟା। ପ୍ରଥମ ପର୍ୟ୍ୟାୟରେ ଏହା ୪ ଦିନ ଧରି ଚାଲିବାକୁ ଥିବା ବେଳେ, ୧୩ ତାରିଖରୁ ଆଉ ଏକ ପର୍ୟ୍ୟାୟ ଗଣତି ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।

ତେବେ ଏହି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ୱଚ୍ଛ ରଖିବା ପାଇଁ ଡିଜିଟାଲ ଫଟୋଗ୍ରାଫିର ସହାୟତା ନିଆଯିବ। ୧୯୭୮ ମସିହାରେ ଶେଷଥର ପାଇଁ ହୋଇଥିବା ଗଣତି ସହ ଏବେକାର ଅଳଙ୍କାରକୁ ମିଳାଯିବ। କେବଳ ସେତିକି ନୁହେଁ, ବରଂ ମହାପ୍ରଭୁଙ୍କ ଏହି ବହୁମୂଲ୍ୟ ରତ୍ନରାଜିକୁ କିପରି ଦୀର୍ଘ ସମୟ ପର୍ୟ୍ୟନ୍ତ ସୁରକ୍ଷିତ ରଖାଯାଇପାରିବ, ସେନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ