ଆଜି ଗଞ୍ଜାମ ଯିବେ ନବୀନ

ଭୁବନେଶ୍ବର : ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଞ୍ଜାମ ଜିଲା ଗସ୍ତରେ ଯିବେ। ସେହିପରି ଆସନ୍ତା ୩୧ ତାରିଖ ଦିନ ଶ୍ରୀ ପଟ୍ଟନାୟକ ୪ ଜିଲା ଯଥା ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଗସ୍ତ କରିବେ। ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ଗଞ୍ଜାମର ହିଞ୍ଜିଳି, ଶେରଗଡ଼, କବିସୂର୍ୟ୍ୟନଗର, ଆସିକା ଓ ଖଲ୍ଲିକୋଟ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ସହ ଚାଷୀଙ୍କୁ ଭେଟିବେ। ଫସଲ କ୍ଷତି ସମ୍ପର୍କରେ ସେ ପଚାରି ବୁଝିବେ। ସେହିପରି ୩୧ରେ ପୁରୀର ସତ୍ୟବାଦୀ, କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ, କଟକର ସାଲେପୁର ଓ ଜଗତସିଂହପୁରର ବାଲିକୁଦା ବ୍ଲକ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଚାଷ ଅଞ୍ଚଳ ବୁଲିବେ ନବୀନ। ସମ୍ପୃକ୍ତ ଅଧିକାରୀଙ୍କ ସହ ଫସଲ ପରିସ୍ଥିତି ସମ୍ପର୍କରେ ସେ ଆଲୋଚନା କରିବା କାର୍ୟ୍ୟକ୍ରମ ରହିଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ