ରାଜଧାନୀର ୩ଟି ମନ୍ଦିରରୁ ହୋଇଛି ସିରିଜ ଲୁଟ୍

ଭୁବନେଶ୍ୱର: ମନ୍ଦିରରୁ ସୁନା ମୂର୍ତ୍ତି ନେଇଗଲେ ଡକାୟତ । କୋଟି କୋଟି ଟଙ୍କାର ଠାକୁରଙ୍କୁ ଚୋରି କରି ନେଇଗଲେ ଲୁଟେରା । କୌଣସି ଉପାନ୍ତ ଗାଁ ନୁହେଁ ରାଜଧାନୀ ଛାତି ଉପରେ ହୋଇଛି ଏଭଳି ଲୁଟ୍ । ଗୋଟିଏ କି ଦୁଇଟି ନୁହେଁ ପଟିଆ ଗାଁରୁ ୩ଟି ମନ୍ଦିରରୁ ହୋଇଛି ସିରିଜ ଲୁଟ୍ । ଗତକାଲି ବିଳମ୍ବିତ ରାତିରେ ୪ ଦୁର୍ବୃତ୍ତ ପଶି ଶିଖରଚଣ୍ଡୀ, ନୀଳକଣ୍ଠ ଓ କନକ ଦୁର୍ଗା ମନ୍ଦିରରୁ ଡକାୟତି କରିଥିବା ଜଣାପଡ଼ିଛି । ଲୁଟେରାଙ୍କ ଭିତରେ ଜଣେ ମହିଳାଙ୍କ ସମ୍ପୃକ୍ତି ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

  • Related Posts

    ୩ ଆୟକର ଅଧିକାରୀଙ୍କ ନାଁରେ ମାମଲା ରୁଜୁ କଲା ସିବିଆଇ

    ଭୁବନେଶ୍ୱର: ପାନ୍ କାର୍ଡ ଅଚଳ କରିବାକୁ ଜଣେ ଚାଷୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିବା ମହଙ୍ଗା ପଡିଛି ଆୟକର ବିଭାଗର ୩ ଅଧିକାରୀଙ୍କୁ । ସିବିଆଇ ୩ ଜଣଙ୍କ ନାଁରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ…

    Continue reading
    ସେକ୍ସ ରାକେଟ୍, ୪ ଯୁବତୀ ଉଦ୍ଧାର

    ଅନୁଗୁଳ : ଅନୁଗୁଳ ସହର ଉପକଣ୍ଠ ତୁରଙ୍ଗ ଦୁର୍ଗାବିହାରର ଏକ ଲଜ୍‌ରେ ସେକ୍ସ ରାକେଟ୍ ଚାଲିଥିବା ସୂଚନା ପାଇ ଗୁରୁବାର ରାତିରେ ପୁଲିସ ଅତର୍କିତ ଚଢ଼ଉ କରିଛି । ଲଜରୁ ୪ ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଲଜ୍ ପରିଚାଳକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ