ନନ୍ଦନକାନନରେ ସିମ୍ପାଞ୍ଜି ‘ଜୁଲୁ’ର ମୃତ୍ୟୁ

ବାରଙ୍ଗ: ନନ୍ଦନକାନନରେ ଏକ ଦୁଃଖଦ ଘଟଣା ଘଟିଛି। ସିମ୍ପାଞ୍ଜି ବଂଶର ଶ୍ରଷ୍ଠା ‘ଜୁଲୁ’ ୩୫ ବର୍ଷ ବୟସରେ ବାର୍ଦ୍ଧକ୍ୟରେ ପୀଡିତ ହୋଇ ମୃତ୍ୟୁ ବରଣ କରିଛି। ‘ଜୁଲୁ’ ଚିକିତ୍ସାଧିନ ଅବସ୍ଥାରେ ଥିଲା। ‘ଜୁଲୁ’ ପରିବାରର ମୁଖିଆ ଥିଲା। ପମ୍ପେ୍ଟା ସହ ମିଳନରୁ ‘ଜୁଲୁ’ର ବଂଶ ବିସ୍ତାର ହୋଇଥିଲା। ନନ୍ଦନକାନନରେ ଅଦ୍ୟବିଧି ଜନ୍ମିତ ସମସ୍ତ ୧୩ ଶାବକ ‘ଜୁଲୁ’ ସହ ମିଳନରୁ ଜନ୍ମ ନେଇଛନ୍ତି। କେବଳ ପମ୍ପେଟାକୁ ଛାଡି ଦେଲେ ପୂର୍ଣ୍ଣିମା , ରାକ୍ଷୀ, ଦୁର୍ଗା, ଲକ୍ଷ୍ମୀ ସମସ୍ତେ ‘ଜୁଲୁ’ର ମିଳନରୁ ଜନ୍ମିତ। ‘ଜୁଲୁ’ର ମୃତ୍ୟୁ ଯୋଗୁ ନନ୍ଦନକାନନରେ ସିମ୍ପାଜି ସଂଖ୍ୟା ୭କୁ ହ୍ରାସ ପାଇଛି। ସେମାନଙ୍କ ମଧ୍ୟରେ ୫ ମାଈ, ଗୋଟିଏ ଅଣ୍ଡିରା ସିମ୍ବାଜି ରାଜା ରହିଛି। ରବିବାର ଜନ୍ମଲାଭ କରିଥିବା ‘ଜୁଲୁ’ ପମ୍ପେଟା ମିଳନରୁ ଜନ୍ମିତ ଶେଷ ଶାବକଟି ରହିଛି। ଗତ କାଲି ଜନ୍ମିତ ଶାବକର ଲିଙ୍ଗ ଚିହ୍ନଟ ହୋଇପାରି ନାହିଁ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ