ଟିଟିଲାଗଡ଼ ରାଜ୍ୟର ସବୁଠୁ ତତଲା ସହର

ଭୁବନେଶ୍ୱର: ଜଳୁଛି ଓଡ଼ିଶା। ପଶ୍ଚିମରେ ଅସମ୍ଭାଳ ତାତି। ୪୦ ଡିଗ୍ରୀ ଉପରେ ୮ ସହର। ଗତକାଲି ୪୧.୭ ଡିଗ୍ରୀ ସହିତ ରାଜ୍ୟର ସବୁଠୁ ତତଲା ସହର ପାଲଟିଥିଲା ଟିଟିଲାଗଡ଼। ସେହିଭଳି ସମ୍ବଲପୁର ଏବଂ ହୀରାକୁଦରେ ୪୧.୫ ଡିଗ୍ରୀ ଲେଖାଏଁ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଝାରସୁଗୁଡ଼ାରେ ଓ ଭବାନୀପାଟଣାରେ ୪୧, ସୋନପୁରରେ ୪୦.୬, ବଲାଙ୍ଗିରରେ ୪୦.୩ ଓ ତାଳଚେରରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା।

୩ରୁ ୪ ଦିନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବ ବୋଲି ପୂର୍ବାନୁମାନ କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୁର୍ବାନୁମାନ କରିଛି। ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପାରଦ ୪୫ ଡିଗ୍ରୀ ଛୁଇଁପାରେ ବୋଲି ସତର୍କତା ଜାରି କରାଯାଇଛି।

  • Related Posts

    ସୋଆ ‘ଜାଗୋ’ ପକ୍ଷରୁ ଜଳ ସେବା ଶିବିର ଆୟୋଜିତ

    ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ‘ଜାଗୋ’ କ୍ଲବ ପକ୍ଷରୁ ସୋମବାର ଜଳ ସେବା ଶିବିର ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ହୋଇଯାଇଛି । ଏହି ମହତ୍ କାର୍ଯ୍ୟ ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଶାନ୍ତ…

    Continue reading
    ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଅକ୍ଷୟ ତୃତୀୟା ଉତ୍ସବ ପାଳିତ

    ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ଓଡ଼ିଶାର କୃଷିଭିତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ପାଳିତ ହୋଇଯାଇଛି । ନୂଆଗାଁ ସ୍ଥିତ ସୋଆ ଅନ୍ତର୍ଗତ ଆଇ.ଏନ.ଏସ ଫାର୍ମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ