ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ମହିଳାଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, ମହିଳା ସଶକ୍ତୀକରଣରେ ଐତିହାସିକ ପଦକ୍ଷେପ ନେବାକୁ ଦେଶ ପ୍ରସ୍ତୁତ। ମା’ ଏବଂ ଭଉଣୀମାନଙ୍କ ପ୍ରତି ସମ୍ମାନ ହେଉଛି ରାଷ୍ଟ୍ର ପ୍ରତି ସମ୍ମାନ। ଏହି ଆତ୍ମା ସହ ଆମ ସରକାର ଦୃଢ଼ତାର ସହିତ ଆଗକୁ ବଢୁଛି। ଅଜ୍ଞାନର ଅନ୍ଧକାରକୁ ମହିଳାମାନେ ଦୂର କରି ବିଶ୍ୱକୁ ଆଲୋକିତ କରନ୍ତି।ସମୃଦ୍ଧି ପାଇଁ ମହିଳାମାନଙ୍କୁ ସମ୍ମାନ ଦେବା ଆବଶ୍ୟକ।

  • Related Posts

    SIM CARD ଆଜିଠାରୁ ସିମ୍ କାର୍ଡ ନିୟମ ପରିବର୍ତ୍ତନ

    ନୂଆଦିଲ୍ଲୀ: ବର୍ତ୍ତମାନର ଡିଜିଟାଲ୍ ଯୁଗରେ ସମସ୍ତଙ୍କ ହାତରେ ସ୍ମାର୍ଟ ଫୋନ୍ । ଛୋଟ ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ, ସମସ୍ତଙ୍କ ପାଖରେ ମୋବାଇଲ୍ ଫୋନ୍ ଅଛି । ତେଣୁ, ସମସ୍ତଙ୍କ ପାଖରେ ସିମ୍ କାର୍ଡ ବି ଅଛି । ପ୍ରାୟତଃ, ବାପା ମାଆ…

    Continue reading
    fire in hospital ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ:3 ନବଜାତ ଶିଶୁଙ୍କ ମୃତ୍ୟୁ

    ମହାରାଷ୍ଟ୍ର: ଆଜି ସକାଳେ ମହାରାଷ୍ଟ୍ରର ଅମରାବତୀ ଜିଲ୍ଲା ମହିଳା ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ହସ୍ପିଟାଲର ଶିଶୁ ବିଭାଗ (NICU)ରେ ଅଗ୍ନିକାଣ୍ଡ ଘଟି 3 ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଛି । ସେହିପରି ଅନେକ ଶିଶୁ ନିଆଁରେ ପୋଡ଼ି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ