୨୦୨୫ ପାଇଁ ସେଲିବ୍ରସନର ମାହୋଲ

ଭୁବନେଶ୍ୱର: ନୂଆ ଆଶା ଓ ନୂଆ ଆକାଂକ୍ଷା ସହ ଧୁମଧାମରେ ୨୦୨୫କୁ ସ୍ୱାଗତ କରିଛନ୍ତି ଲୋକେ। ହାପି ନିୟୁ ଇୟର୍ କହି ପରସ୍ପରକୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ବିଭିନ୍ନ ସ୍ଥାନରେ ଜିରୋ ନାଇଟ୍ ସେଲିବ୍ରେସନ ହୋଇଛି।

ଗତକାଲି ବିଳମ୍ବିତ ରାତି ପର୍ୟ୍ୟନ୍ତ ସେଲିବ୍ରସନର ମାହୋଲ ଲାଗି ରହିଥିଲା। ଟ୍ୱିନ ସିଟି ସମେତ ରାଜ୍ୟର ବିଭିନ୍ନ ସହରରେ ଡିଜେର ତାଳେ ତାଳେ ଝୁମି ଥିଲେ ପିଲାଠୁ ବୁଢା। କେଉଁଠି କେକ୍ କାଟି ସେଲିବ୍ରେସ ତ ଆଉ କେଉଁଠି ବାଣ ଫୁଟାଇ ନୂଆବର୍ଷକୁ ସ୍ୱାଗତ କରିଛନ୍ତି ଲୋକେ।

ଜିରୋ ନାଇଟ୍‌ ସେଲିବ୍ରେସନ ପାଇଁ ହୋଟେଲ, ବାର, ପବ ଓ ରେଷ୍ଟୁରାଣ୍ଟରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ଡିଜେର ତାଳେ ତାଳେ ନୃତ୍ୟ ଗୀତରେ ଝୁମଛନ୍ତି ଲୋକେ । ସୁସ୍ୱାଦୁ ଖାଦ୍ୟ, ପାନୀୟ ସହ ଭରପୁର ମଜା ଉଠାଇଛନ୍ତି ଲୋକେ।ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ନୂଆ ବର୍ଷ ପାଳନ କରିବା ପାଇଁ କମିଶନରେଟ ପୁଲିସ୍‌ ପକ୍ଷରୁ ବ୍ୟପକ ପ୍ରସ୍ତୁତି କରାଯାଇଥିଲା । ରାଜଧାନୀରେ ୧୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା । ଏଥିସହ ବିଭିନ୍ନ ଛକରେ ଚେକିଂ ଜୋରଦାର ହୋଇଥିଲା ।

  • Related Posts

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରେମ କରୁଛନ୍ତି କି ? ଜାଣିରଖନ୍ତୁ ଏସବୁ କଥା । ଯଦି ମନେରଖିବେ କେବେ ଆପଣଙ୍କର ଗାର୍ଲଫ୍ରେଣ୍ଡ ସହ ହେବନି ଝଗଡ଼ା । ତା ହେଲେ ପଢ଼ିନିଅନ୍ତୁ ଟ୍ଟକଣ କଣ ଇଚ୍ଛାଥାଏ ଗାର୍ଲଫ୍ରେଣ୍ଡଙ୍କର । ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ଇଚ୍ଛାଥାଏ, ଦିନର ପ୍ରଥମ…

    Continue reading
    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ଆଜିକାଲି ଦମ୍ପତିମାନେ ପ୍ରାୟତଃ ସାମାନ୍ୟ କଥାକୁ ନେଇ ଝଗଡ଼ା କରନ୍ତି। କେତେକ ସମୟରେ, ଏହି ଛୋଟ ଛୋଟ ସମସ୍ୟା ଛାଡପତ୍ର ପର୍ଯ୍ୟନ୍ତ ବଢ଼ିଯାଏ। ଆଜିର ସମୟରେ ଦମ୍ପତିଙ୍କ ମଧ୍ୟ ସ୍ଲିପ୍ ଡିଭୋର୍ସ ମଧ୍ୟ ବଢୁଛି। ତେବେ ଏହି ସ୍ଲିପ୍ ଡିଭୋର୍ସ କ’ଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ