ଦେଶବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ । ନୂତନ ବର୍ଷ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ଏକତା ଆଣିଦେଉ ବୋଲି ସୋଶାଲ ମିଡିଆ ଜରିଆରେ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆ ବର୍ଷ ଅବସରରେ ଦେଶବାସୀଙ୍କୁ ଉଜ୍ଜ୍ୱ ଳ ଓ ସମୃଦ୍ଧିଶୀଳ ଦେଶ ନିର୍ମାଣ ସଂକଳ୍ପକୁ ପୁର୍ନଜୀବିତ କରିବାକୁ ଆହ୍ୱାନ ଦେଇଛନ୍ତି ରାଷ୍ଟ୍ରପତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ନୂତନ ବର୍ଷ ଜୀବନରେ ସୁଯୋଗ, ସଫଳତା ସହ ଅସୁମାରୀ ସୁଖ ଆଣିଦେଉ ବୋଲି ଶୁଭେଚ୍ଛା ଜଣାଇଛନ୍ତି । ଦେଶବାସୀଙ୍କ ସମୃଦ୍ଧି ସହ ଉତ୍ତମ ସ୍ୱାସ୍ଥ୍ୟର କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

  • Related Posts

    କୂଅକୁ କାର୍ ଖସି ୯ ମୃତ

    ମୁମ୍ବାଇ : ମହାରାଷ୍ଟ୍ରର ନାସିକ୍ ଜିଲ୍ଲାର ଡିଣ୍ଡୋରିରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି। ଡିଣ୍ଡୋରିର ଶିବାଜୀ ନଗର ଅଞ୍ଚଳରେ ଏକ ମାରୁତି କାର କୂଅ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ କାରରେ ଥିବା ଗୋଟିଏ ପରିବାରର ନଅ ଜଣ…

    Continue reading
    ଆଫଗାନିସ୍ତାନ ଭୂମିକମ୍ପ: ୮ମୃତ

    ନୂଆଦିଲ୍ଲୀ: ଶୁକ୍ରବାର ରାତିରେ ପାକିସ୍ତାନ ଏବଂ ଆଫଗାନିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ପାକିସ୍ତାନ ପାଣିପାଗ ବିଭାଗ (ପିଏମଡି) ରିପୋର୍ଟ କରିଛି ଯେ, ଦେଶର ବିଭିନ୍ନ ସ୍ଥାନରେ ୬.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର କେନ୍ଦ୍ର ଭୂପୃଷ୍ଠରୁ ୧୯୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ