ଖରିଆର ଅତିରିକ୍ତ ତହସିଲଦାରଙ୍କୁ ନିଲମ୍ବନ କଲେ ରାଜ୍ୟ ସର

ଭୁବନେଶ୍ୱର : ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଖରିଆର ଅତିରିକ୍ତ ତହସିଲଦାର୍ ତଥା ଓଡ଼ିଶା ରାଜସ୍ୱ ସେବା ଅଧିକାରୀ (ଓଆରଏସ୍) ଶ୍ରୀ ଭୂପିନ୍ଦର ସିଂହଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଓଡିଶା ସରକାର ତାଙ୍କୁ ନିଲମ୍ବନ କରିଛନ୍ତି l ଏହି କାର୍ଯ୍ୟାନୁଷ୍ଠାନ ଓଡିଶା ସିଭିଲ ସର୍ଭିସର ଶ୍ରେଣୀବିଭାଗ, ନିୟନ୍ତ୍ରଣ ଓ ଅପିଲ୍ (ସିସି ଆଣ୍ଡ୍ ଏ) ନିୟମାବଳୀ, ୧୯୬୨ ଅନୁସାରେ ଗ୍ରହଣ କରାଯାଇଛି।
ନିଲମ୍ବନ ସମୟରେ ଶ୍ରୀ ସିଂହଙ୍କର ମୁଖ୍ୟାଳୟ ରେଭେନ୍ୟୁ ଡିଭିଜନାଲ କମିଶନର (ଆରଡିସି, ନର୍ଥ୍ ଡିଭିଜନ୍), ସମ୍ବଲପୁର କାର୍ଯ୍ୟାଳୟରେ ନିର୍ଦ୍ଧାରିତ ହୋଇଛି ଏବଂ ପୂର୍ବ ଅନୁମତି ବିନା ସେ ମୁଖ୍ୟାଳୟ ଛାଡ଼ିପାରିବେ ନାହିଁ। ଏଥିସହିତ ନିଲମ୍ବନ ସମୟରେ ସେ ଓଡିଶା ସର୍ଭିସ କୋଡ଼୍ ଅନୁଯାୟୀ କେବଳ ଜୀବନ-ନିର୍ବାହ ଭତ୍ତା (ସବସିଷ୍ଟେନ୍ସ୍ ଆଲାଉନ୍ସ୍) ପାଇପାରିବେ l

  • Related Posts

    ସ୍ୱତନ୍ତ୍ର ଅଧିବେଶନ ଡାକି ଡ୍ରାମା କରୁଛନ୍ତି: ଅରୁଣ

    ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ବିଧାନସଭାର ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ବସିବ । ରାଜ୍ୟ ସରକାର ଏହି ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି । ଯେଉଁଥିରେ ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନ ସମ୍ପର୍କରେ ଆଲୋଚନା ହେବ । ତେବେ ବିଧାନସଭାର ଏହି…

    Continue reading
    ଏସି ଭିତରୁ ବାହାରିଲା ଢ଼ମଣା ସାପ

    ହରଭଙ୍ଗା: ଏସି ଭିତରେ ଢମଣା ସାପ । ଦୁଇ ଘଣ୍ଟାର କସରତ ପରେ ଉଦ୍ଧାର ହେଲା ସାପ । ହରଭଙ୍ଗା ବ୍ଲକ ତିଲେଶ୍ୱର ଗାଁର ଫିଲୁନ ପ୍ରଧାନଙ୍କ ଘରେ ଲାଗିଥିଲା ଏହି ଏସି। ଭିତରେ ସାପ ଥିବା ଜାଣି ପରିବାର ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର