ସୁଧୀର ପାତ୍ର ହତ୍ୟା ମାମଲା : ଆଜି ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇପାରେ ପୁଲିସ୍

ଗଞ୍ଜାମ : ଗଞ୍ଜାମ ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟନାରାୟଣପୁର ର ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲାରେ ଆଜି ୫ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ପାରେ ପୁଲିସ । ଗତକାଲି ଅଭିଯୁକ୍ତ ମାନଙ୍କୁ ରିମାଣ୍ଡରେ ନେବା ପାଇଁ ମାନ୍ୟବର ଅଦାଲତଙ୍କ ନିକଟରେ ଆବେଦନ କରିଥିଲା ପୁଲିସ୍ । ତେବେ ଆବେଦନ କିଛି ସମୟ ପରେ ୫ ଅଭିଯୁକ୍ତ ଙ୍କୁ ୩ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ବ୍ରହ୍ମପୁର ଜେଏମଏଫସି ରୁରାଲ କୋର୍ଟ ।

ଅଭିଯୁକ୍ତ ସୂର୍ଯ୍ୟପ୍ରତାପ ସିଂ, ନାରାୟଣ ପ୍ରଧାନ, କାଳୁ ଚରଣ ପ୍ରଧାନ, ଜିତୁନ ପଲେଇ ଓ ଆଶିଷ ମହାପାତ୍ରଙ୍କୁ ପୁଲିସ ରିମାଣ୍ଡରେ ନେଇ ଅଧିକ ପଚରା ଉଚରା କରିବ ପୋଲିସ। ରିମାଣ୍ଡରେ ନେବା ଲାଗି ମାମଲାର ତଦନ୍ତ ଅଧିକାରୀ ଙ୍କୁ ଅନୁମତି ମିଳିସାରିଛି। ଆଉ କିଛି ସମୟ ପରେ ଜେଲ୍ ରେ ଥିବା ଅଭିଯୁକ୍ତ ମାନଙ୍କୁ ପୁଲିସ ନେବ ବୋଲି ଜଣା ପଡ଼ିଛି ।

  • Related Posts

    ବେକରେ ରଶି ଲଗାଇ ଝୁଲି ପଡ଼ିଲେ ବୃଦ୍ଧ ଦମ୍ପତି

    ଧରାକୋଟ: ଋଣ ବୋଝ ନେଇଗଲା ଜୀବନ ! ଋଣ ଭାର ସହିନପାରି ବେକରେ ରଶି ଲଗାଇ ଦେଲେ ବୃଦ୍ଧ ଦମ୍ପତି । ଏଭଳି ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ୍ ଗାଙ୍ଗପୁର ଥାନା ଝାଡ଼ବନ୍ଧ ପଞ୍ଚାୟତ କଳାସୂତା ଗାଁରେ ।…

    Continue reading
    ସମ୍ପତ୍ତି ପାଇଁ ନୁହେଁ, ବରଂ ଇର୍ଷାରୁ ହୋଇଛି ଏହି ହତ୍ୟାକାଣ୍ଡ:ଝିଅ

    ବ୍ରହ୍ମପୁର: ବ୍ରହ୍ମପୁର ବ୍ୟବସାୟୀ ସୁଧୀର ପାତ୍ରଙ୍କ ହତ୍ୟା ଘଟଣାରେ ନୂଆ ଟୁଇଷ୍ଟ। ସମ୍ପତ୍ତି ପାଇଁ ନୁହେଁ, ବରଂ ଇର୍ଷାରୁ ହୋଇଛି ଏହି ହତ୍ୟାକାଣ୍ଡ। ଏମିତି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି ସୁଧୀରଙ୍କ ଝିଅ।ସୁଧୀରଙ୍କ ଝିଅ କହିଛନ୍ତି, ଇର୍ଷା ଯୋଗୁ ସେମାନେ ବାପାଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର