ଏସି ଭିତରୁ ବାହାରିଲା ଢ଼ମଣା ସାପ

ହରଭଙ୍ଗା: ଏସି ଭିତରେ ଢମଣା ସାପ । ଦୁଇ ଘଣ୍ଟାର କସରତ ପରେ ଉଦ୍ଧାର ହେଲା ସାପ । ହରଭଙ୍ଗା ବ୍ଲକ ତିଲେଶ୍ୱର ଗାଁର ଫିଲୁନ ପ୍ରଧାନଙ୍କ ଘରେ ଲାଗିଥିଲା ଏହି ଏସି। ଭିତରେ ସାପ ଥିବା ଜାଣି ପରିବାର ଲୋକଙ୍କ ହୋସ୍ ଉଡ଼ିଯାଇଥିଲା।

ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ସ୍ନେକ ରେସ୍କ୍ୟୁ ଟିମ୍। ପ୍ରାୟ ଦୁଇ ଘଣ୍ଟାର କସରତ ପରେ ବାହାରକୁ ଆସିଥିଲା ୪ ଫୁଟ ଲମ୍ବର ଏହି ଢମଣା ସାପ। ବନ ବିଭାଗର ଉପସ୍ଥିତିରେ ସାପଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦିଆଯାଇଛି।

  • Related Posts

    ସ୍ୱତନ୍ତ୍ର ଅଧିବେଶନ ଡାକି ଡ୍ରାମା କରୁଛନ୍ତି: ଅରୁଣ

    ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ବିଧାନସଭାର ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ବସିବ । ରାଜ୍ୟ ସରକାର ଏହି ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି । ଯେଉଁଥିରେ ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନ ସମ୍ପର୍କରେ ଆଲୋଚନା ହେବ । ତେବେ ବିଧାନସଭାର ଏହି…

    Continue reading
    ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ନିର୍ଦ୍ଦେଶ: ମେ’ ୩୧ ସୁଦ୍ଧା ‘ସେଲ୍ଫ ଆପ୍ରେଜାଲ’ ରିପୋର୍ଟ ଦିଅ

    ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ କାର୍ଯ୍ୟଦକ୍ଷତା ମୂଲ୍ୟାୟନ ରିପୋର୍ଟ ବା APAR ଦାଖଲ ପାଇଁ ଆସିଲା କଡ଼ା ନିର୍ଦ୍ଦେଶ। ରାଜ୍ୟ ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ଏନେଇ ନୂଆ କାର୍ଯ୍ୟସୂଚୀ ଜାରି ହୋଇଛି। କର୍ମଚାରୀଙ୍କୁ ମେ ୩୧ ତାରିଖ ସୁଦ୍ଧା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର