୧୦୦ତମ ଉତକ୍ଷେପଣ କରିବ ଇସ୍ରୋ

ନୂଆଦିଲ୍ଲୀ: ଶ୍ରୀହରିକୋଟ୍ଟାରୁ ନୂଆବର୍ଷରେ ସେଞ୍ଚୁରି କରିବ ଇସ୍ରୋ। ଚଳିତବର୍ଷର ପ୍ରଥମ ମିଶନ ହେବ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟାରୁ ଇସ୍ରୋର ୧୦୦ତମ ମିଶନ।ଚଳିତ ମାସ ଜାନୁଆରୀରେ ହିଁ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ୧୦୦ତମ ଉତକ୍ଷେପଣ କରିବ ଇସ୍ରୋ। ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥ ଏହା ସ୍ପଷ୍ଟ କରିଥିଲେ ବି, ମିଶନ ଲଞ୍ଚିଂ ତାରିଖ ସ୍ପଷ୍ଟ ହୋଇନାହିଁ।ଚଳିତ ଜାନୁଆରୀରେ ଇସ୍ରୋର ବାହୁବଳୀ ରକେଟ୍ GSLV ମାର୍କ-ଥ୍ରୀ ସହାୟତାରେ ଏହି ଉତକ୍ଷେପଣ ହେବ। GSLV-F1 ରେ ମହାକାଶକୁ ଯିବ ନାଭିଗେସନ୍ ସାଟେଲାଇଟ୍ NVS-02 / IRNSS-1K। ଏବେ ପ୍ରାୟ ସବୁ ମୋବାଇଲରେ ନାଭିଗସେନ୍ ଓ ଲୋକେସନ୍ ଟ୍ରାକିଂ ପାଇଁ ଆମେରିକୀୟ ଟେକନୋଲୋଜି ଏଚଝ ବ୍ୟବହାର କରାଯାଉଛି ।

ତେବେ ଭାରତ ନିଜସ୍ୱ ସ୍ୱଦେଶୀ ନାଭିଗେସନ୍ ସିଷ୍ଟମ୍ ‘ନାଭିକ୍’ ପ୍ରତିଷ୍ଠା ପାଇଁ ଯୋଜନା ରଖିଛି। ଏଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇବ ଜାନୁଆରୀରେ ହେବାକୁ ଥିବା ୨୦୨୫ର ପ୍ରଥମ ମିଶନ।

  • Related Posts

    ଶ୍ରଦ୍ଧାଳୁଙ୍କ ଉପରେ ମାଡିଗଲା ଟ୍ରକ, ୧୨ ମୃତ

    ନୂଆଦିଲ୍ଲୀ: କୋଲକାତା ଦୁର୍ଗାପୂଜା ମଣ୍ଡପ ଦଳାଚକଟା ଭିତରେ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶ ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୨ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ୨୯ ଜଣ ଆହତ…

    Continue reading
    ମଣ୍ଡପରେ ଦଳାଚକଟା ଟ୍ରାଜେଡି; ୭ ଗିରଫ

    କୋଲକାତା; ପଶ୍ଚିମବଙ୍ଗ ରାଜଧାନୀ ଉତ୍ତର କୋଲକାତାରେ ଦୁର୍ଗପୂଜା ମହୋତ୍ସବରେ ହୃଦୟବିଦାରକ ଅଘଟଣ ଘଟିଛି । ଚୋରବାଗାନର ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ୩୦ ଜଣ ଆହତ ହୋଇଛନ୍ତି । କୋଲକାତା ପୁଲିସ ହତ୍ୟା ମାମଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି