୨୦ରୁ ଧାଡ଼ି ଦର୍ଶନ ପ୍ରକ୍ରିୟା: ପୃଥ୍ୱୀରାଜ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ । ବୁଧବାର ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।
ସେ କହିଛନ୍ତି ଯେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ହେବ । କେହି ବିନା ଦର୍ଶନରେ ଫେରିବେନି । ବିନା କୌଣସି ସମସ୍ୟାରେ ଶ୍ରଦ୍ଧାଳୁ ଯେମିତି ଦର୍ଶନ କରିବେ ତାହାର ବ୍ୟବସ୍ଥା କରାଯିବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।

ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଦୁଇ କମାଣ୍ଡାଣ୍ଟ ରାଙ୍କର ଅଧିକାରୀଙ୍କ ସମେତ ୧୦ ଅତିରିକ୍ତ ଏସ୍‌ପି, ୩୩ ଡିଏସ୍‌ପିଙ୍କ ସମେତ ୬୨ ଇନ୍ସପେକ୍ଟର, ୨୪୫ ସବ୍‌ ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍‌ ଇନ୍ସପେକ୍ଟର, ୩୦ ହାବିଲଦାର, ୨୯୦ ଜଣ କନଷ୍ଟେବଳ ମୁତୟନ ରହିବେ। ଶ୍ରୀମନ୍ଦିର ପରିସରରେ ୨ ଭାଗରେ ପୁଲିସ ମୁତୟନ ହୋଇଛନ୍ତି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ