ମହାନଦୀରେ ବୁଡି ମାଛ ଧରାଳିଙ୍କ ମୃତ୍ୟୁ

ପାରାଦୀପ: ମହାନଦୀରେ ବୁଡି ଯୁବକ ମୃତ। ପାରାଦୀପ ଚଉମୁହାଣି ନିକଟରେ ମହାନଦୀରେ ଜାଲ ଟାଣି ମାଛ ଧରୁଥିବା ବେଳେ ଯୁବକ ଜଣକ ପାଣିରେ ବୁଡ଼ି ଯାଇ ମୃତ୍ୟୁବରଣ କରିଛନ୍ତି। କୁଜଙ୍ଗରୁ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲା। ମୃତ ବ୍ୟକ୍ତି ପାରାଦୀପଗଡ ଗାଁର ମହେନ୍ଦ୍ର ସେଠି ବୋଲି ଜଣାପଡ଼ିଛି।

ମହେନ୍ଦ୍ର ଏବଂ ଅନ୍ୟ ଜଣେ ବ୍ୟକ୍ତି ନଦୀରେ ପଶି ଜାଲ ଟାଣୁଥିଲେ। ହଠାତ୍ ମହେନ୍ଦ୍ର ପାଣିରେ ବୁଡ଼ି ନିଖୋଜ ହୋଇ ଯାଇଥିଲେ। ଖୋଜାଖୋଜି ପରେ ମୃତଦେହ ଉଦ୍ଧାର କରିଛି କୁଜଙ୍ଗ ଅଗ୍ନିଶମ ବିଭାଗ। ଆଜି ସକାଳୁ ଏ ଅଘଟଣ ଘଟିଛି।

  • Related Posts

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ଭୁବନେଶ୍ୱର, ୨୭/୦୪/୨୦୨୬: ସମ୍ୱଲପୁରର ରେଙ୍ଗାଲି ଠାରେ JSW ଓ ଜାପାନର JFE Steel ମଧ୍ୟରେ ଏକ ଜଏଣ୍ଟ ଭେନ୍‌ଚର୍ ଘୋଷଣା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ଭାରତରେ ଅବସ୍ଥାପିତ ଜାପାନର ରାଷ୍ଟ୍ରଦୂତ ମିଷ୍ଟର ଓନୋ କେଇଚି (Mr…

    Continue reading
    ଶିମିଳିପାଳ ଇତିହାସରେ ପ୍ରଥମ, ୧୫ ଶହ କିମି ଚାଲିଆସିଲା ମହାବଳ ବାଘ

    ଶିମିଳିପାଳ: ଶିମିଳିପାଳ ଇତିହାସରେ ପ୍ରଥମ । ବାଘ ଗଣତି ବେଳେ ଚମକାଇ ଦେଲା ଭିଡିଓ । ୧୫ ଶହ କିମି ଚାଲିଆସିଲା ମହାବଳ ବାଘ । ଛତିଶଗଡ଼ରୁ ସୁନ୍ଦରଗଡ଼ ଦେଇ ପହଂଚିଲା ଶିମିଳିପାଳରେ । ମହାରାଷ୍ଟ୍ରର ବିଦର୍ଭରୁ ମହାବଳ ଆସିଥିବା ଅନୁମାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା