ଭୋଟ୍ ଦେଉଛି ପଶ୍ଚିମବଙ୍ଗ: ସକାଳ ୯ଟା ସୁଦ୍ଧା ୧୮.୩୯ % ଭୋଟିଂ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଦ୍ବିତୀୟ ପର୍ୟ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଆଜି ଭୋଟ ଗ୍ରହଣ ହେଉଛି। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବାବେଳେ ଏହା ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଜାରି ରହିବ। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୧୪୨ଟି ଆସନ ପାଇଁ ଭୋଟିଂ ଜାରି ରହିଛି। ଆଜି ସକାଳ ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସମ୍ବେଦନଶୀଳ ବୁଥ୍‌ଗୁଡ଼ିକରେ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମୁତୟନ କରାଯାଇଛି। ମେ ୪ରେ ପଶ୍ଚିମବଙ୍ଗ ସହିତ ତାମିଲନାଡୁ, ଆସାମ, ପୁଡୁଚେରୀ ଓ କେରଳ ବିଧାନସଭା ନିର୍ବାଚନର ଭୋଟ ଗଣତି ହେବ। ଏହି ଭୋଟ ଗଣତି ପୂର୍ବରୁ ଏପ୍ରିଲ ୨୯ ତାରିଖ ସନ୍ଧ୍ୟା ୬ଟା ପରେ ବୁଥ ବାହୁଡା ମତ ରିପୋର୍ଟ ପ୍ରକାଶ ପାଇବ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ: 1ଟା ସୁଦ୍ଧା 61.11% ଭୋଟିଂ

    ଆଜି ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ପାଇଁ ମତଦାନ ହେଉଛି । 7ଟି ଜିଲ୍ଲାର ପ୍ରାୟ 142ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହେଉଛି ।ନିର୍ବାଚନ କମିଶନ (EC)ଙ୍କ ରିପୋର୍ଟ ଅନୁଯାୟୀ, ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଦିନ 1ଟା…

    Continue reading
    ନେତୃତ୍ବକୁ ନେଇ ବିଜେଡି ଭିତରେ ବଢ଼ିବାରେ ଲାଗିଛି ଚାପା ଅସନ୍ତୋଷ

    ଭୁବନେଶ୍ବର: ନେତୃତ୍ବକୁ ନେଇ ବିଜେଡି ଭିତରେ ଚାପା ଅସନ୍ତୋଷ ବଢ଼ିବାରେ ଲାଗିଛି। ଏବେ ବି ପରଦା ପଛରେ ରହି ଭି କେ ପାଣ୍ଡିଆନ୍ ହିଁ ସବୁ ନିଷ୍ପତ୍ତି ନେଉଛନ୍ତି ବୋଲି କାହାକୁ ଅଛପା ନାହିଁ। ଏପରିକି ପାଣ୍ଡିଆନ ଖୁବ୍‌ଶୀଘ୍ର ଆଗକୁ ଆସିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା