ମିଳିଲା ଦନ୍ତା ହାତୀର ମୃତଦେହ

ବଲାଙ୍ଗୀର :ପୁଣି ଆସିଲା ହାତୀ ମୃତ୍ୟୁ ଖବର। ବଲାଙ୍ଗୀର ମୁରିବାହାଲ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ। ଅନେକ ଦିନ ଧରି ହାତୀପଲ ମୁରିବାହାଲର ରେଞ୍ଜର ବିଭିନ୍ନ ଗାଁରେ ଉପଦ୍ରବ କରୁଥିଲେ। ହେଲେ ଆଜି ସକାଳୁ ଚାନୁଟମାଲ ଗାଁ ନିକଟରେ ଥିବା ଏକ କାଜୁ ବଗିଚାରେ ଦନ୍ତା ହାତୀର ମୃତଦେହ ପଡ଼ିଥିବାର ଦେଖିବାକୁ ମିଳିଛି। ହାତୀଟି ଲଙ୍କା ଆମ୍ବ ଖାଇବାକୁ କାଜୁ ବଗିଚାରେ ପଶିଥିବାବେଳେ ତାର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ତେବେ ଘଟଣାସ୍ଥଳରେ ମୁରିବାହାଲ ରେଞ୍ଜର, ବନ ବିଭାଗ କର୍ମଚାରୀ, ଅଧିକାରୀ ପହଞ୍ଚି ତଦନ୍ତ କରୁଥିବା ସୂଚନା ମିଳିଛି।

  • Related Posts

    ଯୁବତୀଙ୍କୁ ଦୁଷ୍କର୍ମ ପରେ ମୁହଁକୁ ହାଣିଲା ଦୁବୃର୍ତ୍ତ

    ଢେଙ୍କାନାଳ:ଯୁବତୀଙ୍କୁ ଦୁଷ୍କର୍ମ କରିବା ପରେ ଜୀବନରେ ମାରିଦେବା ପାଇଁ ମୁହଁକୁ ହାଣିଲା ଦୁବୃର୍ତ୍ତ। ନିକଟରେ ଗାଈ ଚରାଉଥିବା ବ୍ୟକ୍ତିଙ୍କ ଦ୍ୱାରା ଉଦ୍ଧାର ହେବା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ସଦର ଥାନା ଅଞ୍ଚଳରେ ।…

    Continue reading
    ଆଜି ସରୁଛି ନୂତନ ସୁଭଦ୍ରା ପଞ୍ଜିକରଣ

    ଭୁବନେଶ୍ୱର: ଆଜି ଶେଷ ହେଉଛି ସୁଭଦ୍ରା ନୂତନ ପଞ୍ଜିକରଣ ତାରିଖ। ଏପ୍ରିଲ୍‌ ୧ରୁ ଆରମ୍ଭ ହୋଇଥିବା ନୂତନ ପଞ୍ଜିକରଣ ଅବଧି ଏବେ ଶେଷ ହେଉଛି। ଯେଉଁମାନେ କୌଣସି କାରଣରୁ ଆବେଦନ କରି ନାହାନ୍ତି, ସେମାନେ ଆଜି ଆବେଦନ କରିପାରିବେ। ମାନଦଣ୍ଡ ଅନୁଯାୟୀ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା