ଆଜି ଓଡିଶା ଆସୁଛି ଡବଲ ଡେକର ବସ୍

ଭୁବନେଶ୍ଵର: ଓଡିଶା ଆସୁଛି ଡବଲ ଡେକର ବସ୍ । ଆଜି ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରିକ୍ ବସ୍ ଓଡିଶା ଆସୁଥିବା ସୂଚନା ମିଳିଛି। ଏ ନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ଆସିବା ମାତ୍ରେ ଏହା ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ହେବନାହିଁ। ଏହା ପ୍ରଥମେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଆସିଥିବା ଅତିଥି ମାନଙ୍କ ପାଇଁ ବ୍ୟବହାର ହେବ । ଗେରୁଆ ରଙ୍ଗରେ ତିଆରି ହୋଇଥିବା ଏହି ବସରେ ଓଡିଶାର କଳା ସଂସ୍କୃତିର ଛାପ ରହିଛି। ବସ୍‌ରେ କୋଣାର୍କ ଚକ , ଶାନ୍ତିସ୍ତୁପ, ଗୋଟିପୁଅ ନୃତ୍ୟ ଏବଂ ଅନ୍ୟାନ୍ୟ କଳାକୃତୀର ଛାପ ଦେଖିବାକୁ ମିଳିବ। ଏହି ବସ୍ କଟକ-ଭୁବନେଶ୍ଵର-ପୁରୀରେ ଚଳାଚଳ କରିବ। ମୁମ୍ବାଇର ଏକ ସଂସ୍ଥ୍ୟ ଏହି ବସ୍‌ ତିଆରି କରୁଛି। ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ରାଜଧାନୀ ଭୁବନେଶ୍ଵରରେ ଡବଲ ଡେକର୍ ବସ୍ ପହଞ୍ଚିବ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ