ବାରାମତି : ରେକର୍ଡ କରିବେ ସୁନେତ୍ରା

ଗର୍ବିତ ଓଡ଼ିଆ : ବାରାମତିରେ ରେକର୍ଡ କରିବେ ସୁନେତ୍ରା ପାୱାର । ଅଜିତ୍‌ ପାୱାରଙ୍କ ମୃତ୍ୟୁ ପାଇଁ ସେଠାରେ ଉପନିର୍ବାଚନ ହେଉଛି । ସେଠାରୁ ଲଢୁଛନ୍ତି ତାଙ୍କ ପତ୍ନୀ ସୁନେତ୍ରା । ଅଜିତ ଜଣେ ଟାଣୁଆ ନେତା ଥିବାବେଳେ ସବୁ ଦଳ ସହ ତାଙ୍କର ଭଲ ସମ୍ପର୍କ ରହିଛି । ଏପରିକି ସୁନେତ୍ରାଙ୍କ ବିରୋଧରେ ପ୍ରାର୍ଥୀ ନଦେବାକୁ ଶରଦ ପାୱାର ସବୁ ଦଳକୁ ଅନୁରୋଧ କରିଥିଲେ । ଏନଡ଼ିଏରୁ ସୁନେତ୍ରା ପ୍ରାର୍ଥୀ ହୋଇଥିବାବେଳେ କଂଗ୍ରେସ ମଧ୍ୟ ସେଠାରେ ପ୍ରାର୍ଥୀ ଦେଇନାହିଁ । ଅତଏବ କୌଣସି ପ୍ରମୁଖ ଦଳ ତାଙ୍କୁ ଟକ୍କର ଦେଉନଥିବାବେଳେ କେବଳ ଦି ଡଜନ ସ୍ୱାଧୀନ ପ୍ରାର୍ଥୀଙ୍କ ସହ ଟକ୍କର ହେଉଛି । ପ୍ରାରମ୍ଭିକ ଦୁଇ ରାଉଣ୍ଡରେ ସେ ୧୬ ହଜାର ଭୋଟରେ ଆଗୁଆ ଅଛନ୍ତି । ସ୍ୱାଧୀନ ପ୍ରାର୍ଥୀମାନେ ଶହେ ବି ଛୁଇଁନାହାନ୍ତି ।

Related Posts

 ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

Continue reading
ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

 ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ