ଷ୍ଟାଲିନଙ୍କ ହାତରୁ କ୍ଷମତା ଯିବ

ଗର୍ବିତ ଓଡ଼ିଆ : ତାମିଲନାଡୁରେ ଗଣତି ଯେତିକି ଆଗକୁ ବଢୁଛି, ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍‌ଙ୍କ ରକ୍ତଚାପ ସେତିକି ବଢ଼ିବାରେ ଲାଗିଛି । ପ୍ରାରମ୍ଭିକ ଗଣନାରେ ଷ୍ଟାଲିନଙ୍କ ଡିଏମକେ ଏବେ ତୃତୀୟ ସ୍ଥାନରେ ରହିଛି । ଯଦି ଏଭଳି ଟ୍ରେଣ୍ଡ ଆଉ ୧ ଘଣ୍ଟା ଜାରି ରହେ ତେବେ ଷ୍ଟାଲିନଙ୍କ ଦଳକୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିବ । ସେପଟେ ଟିଭିକେ ହିଁ କିଙ୍ଗ ମେକର ଅଥବା କିଙ୍ଗ ଭୂମିକାରେ ଅବତୀର୍ଣ୍ଣ ହେବ । ବିଜୟଙ୍କ ଟିଭିକେ ୭୦ ଆସନରେ ଆଗୁଆ ଥିବାବେଳେ, ଏଆଇଏଡ଼ିଏମକେ ୬୦ ଓ ଡିଏମକେ ୩୮ ଆସନରେ ଆଗୁଆ ରହିଛି ।
ଯଦି ନିର୍ବାଚନ କମିଶନଙ୍କ ତଥ୍ୟକୁ ଦେଖିବା ତେବେ ଟିଭିକେ ୭୩ ଆସନରେ ଆଗୁଆ ଥିବାବେଳେ ଏଡିଏମକେ ୫୪ ଓ ଡିଏମକେ ୨୯ ଆସନରେ ଆଗୁଆ ରହିଛି । କଂଗ୍ରେସ ୫ ଓ ପିଏମକେ ୪ ଆସନରେ ଆଗୁଆ ଅଛି ।

Related Posts

ମହାକାଳପଡ଼ା ଥାନାରେ NHRC ଟିମ୍

କେନ୍ଦ୍ରପଡ଼ା: କେନ୍ଦ୍ରପଡ଼ା ଜିଲ୍ଲାର ମହାକାଳପଡ଼ା ବିଡିଓଙ୍କ କାର୍ଯ୍ୟାଳୟରେ ଘଟିଥିବା ଘଟଣା ପରେ ସରପଞ୍ଚ ଚାମେଲି ଓଝାଙ୍କୁ ନେଇ ସାରା ଦେଶରେ ଚର୍ଚ୍ଚା ହୋଇଥିଲା । ଏହା ପରେ ଘଟିଥିବା ଘଟଣା ଓ ଏହା ସହ ଜଡ଼ିତ ଥାନାରେ ରୁଜୁ ୩ଟି ମାମଲାରେ…

Continue reading
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ଛାତ୍ରଛାତ୍ରୀ

ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରଛାତ୍ରୀ ମଧ୍ୟରେ ଉତ୍ସାହ । ଆଜି ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ଛାତ୍ରଛାତ୍ରୀ । ଦୀର୍ଘ ୮ ବର୍ଷ ପରେ ନିର୍ବାଚନ ତାରିଖ ଘୋଷଣା କରିଥିବାରୁ ସରକାର ଓ ମନ୍ତ୍ରୀଙ୍କୁ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ