ଭବାନିପୁରରେ ମମତା ପଛରେ, ଆସାମରେ ହିମନ୍ତଙ୍କ ହ୍ୟାଟ୍ରିକ!

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ଟି ଆସନର ଫଳାଫଳ ଆଜି ଘୋଷଣା କରାଯିବ। ରାଜ୍ୟର ୭୭ଟି ଗଣତି କେନ୍ଦ୍ରରେ ସକାଳ ୮ଟାରେ ଅତ୍ୟନ୍ତ କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଆରମ୍ଭ ହୋଇଥିଲା ଏବଂ ଅପରାହ୍ନ ସୁଦ୍ଧା ବଙ୍ଗଳାରେ କାହାର ସରକାର ଗଠନ ହେବ ତାହା ସ୍ପଷ୍ଟ ହୋଇଯିବ।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ନିର୍ବାଚନମଣ୍ଡଳୀ ଭବାନୀପୁରରେ ପଛରେ ଅଛନ୍ତି। ସେ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ କଡା ଟକ୍କରର ସମ୍ମୁଖୀନ ହେଉଛନ୍ତି।
ଆସାମରେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଭାଜପା ସରକାର ଗଠନ କରିବାର ନିକଟତର। ଏଠାରେ, ଭାଜପା ୬୧ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ କେବଳ ୯ଟି ଆସନରେ ଆଗୁଆ ଅଛି। ଏଥର ଏଠି ଭାଜପା ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ହ୍ୟାଟ୍ରିକ କରିବା ମୋଡରେ ଅଛନ୍ତି ବୋଲି କୁହାଯାଉଛି।

  • Related Posts

    ଭବାନୀପୁରରେ ହାରିଲେ ମମତା

    ଭୁବନେଶ୍ୱର : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଡବଲ ଝଟକା ଲାଗିଛି । ଗୋଟିଏ ପଟେ ତାଙ୍କ ସରକାରର ପତନ ହୋଇଥିବାବେଳେ ଅପରପକ୍ଷରେ ନିଜ ନିର୍ବାଚନମଣ୍ଡଳୀ ଭବାନୀପୁରରେ ବି ସେ ପରାଜୟର ସାମ୍ନା କରିଛନ୍ତି । ୧୮ତମ…

    Continue reading
    ବିଜୟ ହାରୁଛନ୍ତି ଶୁଣି ନିଜ ଗଳା କାଟିଲେ ଫ୍ୟାନ୍

    ଚେନ୍ନାଇ: ତାମିଲନାଡ଼ୁ ରାଜନୀତି ଓ ସିନେମା ଜଗତର ସମ୍ପର୍କ ଅତି ନିବିଡ଼, କିନ୍ତୁ କେତେବେଳେ ଏହି ଅନ୍ଧଭକ୍ତି ଜଣକର ଜୀବନ ନେଇପାରେ ତାହା କେହି କଳ୍ପନା କରିନଥିଲେ । ସୁପରଷ୍ଟାର୍ ଥାଲାପତି ବିଜୟଙ୍କୁ ନେଇ ଉଠିଥିବା ଏକ ଗୁଜବ ଯୋଗୁଁ ଜଣେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ