ତାମିଲନାଡୁରେ ରୋଚକ ମୋଡ଼; ଟିଭିକେ ୧୦୭ଟି ଆସନରେ ଆଗରେ

ନୂଆଦିଲ୍ଲୀ: ଭୋଟ୍ ଗଣତି ବଢ଼ିଚାଲିଥିବା ବେଳେ ତାମିଲନାଡୁରେ ଦେଖିବାକୁ ମିଳିଛି ରୋଚକ ମୋଡ଼। ପ୍ରାରମ୍ଭିକ ଗଣତି ବେଳେ ଆଗରେ ରହିଥିବା ଶାସକ ଡିଏମ୍‌କେ ମେଣ୍ଟକୁ ଲାଗିଛି ବଡ଼ ଧକ୍କା। କାନ୍ଦିଲେଣି ଡିଏମ୍‌କେ ନେତା ଓ କର୍ମୀ। କାରଣ ଗଣତି ଆଗେଇ ଚାଲିବା ସହିତ ଡିଏମ୍‌କେ ନେତୃତ୍ୱାଧୀନ ମେଣ୍ଟର ଆସନ ସଂଖ୍ୟା କମି ଚାଲିଛି।

ତାମିଲନାଡୁ ବିଧାନସଭାରେ ୨୩୪ଟି ଆସନ ଥିବା ବେଳେ ୨୨୦ଟି ଆସନରେ ଗଣତି ଚାଲିଥିବା ବେଳେ ଟିଭିକେ ୧୦୦ଟି ଆସନରେ ଆଗରେ ଥିବା ବେଳେ ଏଆଇଏଡିଏମକେ ୭୨ଟି ଓ ଶାସକକ ଡିଏମ୍‌କେ ମେଣ୍ଟ ୪୭ଟି ଆସନରେ ଆଗରେ ରହିଛି। ଏହି ପ୍ରାରମ୍ଭିକ ଫଳାଫଳ ଉଭୟ ଟିଭିକେ ଓ ଏଆଇଏଡିଏମ୍‌କେକୁ ଉତ୍ସାହିତ କରିଛି। ଏମିତିକି ତାଙ୍କ ନେତା ଓ କର୍ମୀ ସେଲିବ୍ରେସନ ଆରମ୍ଭ କରି ଦେଲେଣି।
ଏଠାରେ ସରକାର ଗଢ଼ିବା ପାଇଁ ମ୍ୟାଜିକ୍ ନମ୍ବର ୧୧୮ ହୋଇଥିବା ବେଳେ ଟିଭିକେ ଏହି ନମ୍ବର ପାର କରିପାରିବ କି ନାହିଁ ତାହା ଆଉ କେଇ ଘଣ୍ଟା ମଧ୍ୟରେ ସ୍ପଷ୍ଟ ହୋଇଯିବ।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ