ଓଏଏସସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । କଟକ ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଶାନ୍ତ କୁମାର ନାୟକଙ୍କୁ ମତ୍ସ ଓ ପଶୁ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ଝାରସୁଗୁଡ଼ାର ଉପ-ଜିଲ୍ଲାପାଳ ସବ୍ୟସଚୀପଣ୍ଡାଙ୍କ ବଦଳି ଆଦେଶକୁ ବାତିଲ କରାଯାଇଛି । ପୂର୍ବ ନିର୍ଦ୍ଦେଶରେ ତାଙ୍କୁ ରାଇରଙ୍ଗପୁର ବାମନଘାଟିର ଉପ-ଜିଲ୍ଲାପାଳ ଭାବେ ବଦଳି କରାଯାଥିଲା । କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ ଉଗ୍ରେସନ ଓରାମଙ୍କୁ ରାଇରଙ୍ଗପୁର ବାମନଘାଟିର ଉପ-ଜିଲ୍ଲାପାଳ ଭାବେ ବଦଳିହୋଇଛି । କୋଲାବିରା ବ୍ଲକ୍ ଉନ୍ନୟନଅଧିକାରୀ ଅଶୋକ କୁମାର ମାଝୀଙ୍କୁ ବଲାଙ୍ଗୀର ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍ ଗାଡି ସଂଖ୍ୟା ଅଧା ହେଲା

    ଭୁବନେଶ୍ୱର,୧୩/୦୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମ୍ମାନ ଦେବାକୁ ରାଜ୍ୟବାସୀଙ୍କୁ…

    Continue reading
    ସପ୍ତାହରେ ୩ ଦିନ ଚାଲିବ ପୁରୀ-କୋରାପୁଟ ଏକ୍ସପ୍ରେସ

    ଭୁବନେଶ୍ୱର, ୧୩/୦୫: ପୁରୀରୁ କୋରାପୁଟକୁ ଖୁବ୍ ଶୀଘ୍ର ଚାଲିବ ଏକ ନୂଆ ଏକ୍ସପ୍ରେସ୍ ଟ୍ରେନ। ଏହି ଟ୍ରେନ ସପ୍ତାହକୁ ତିନି ଥର ଚାଲିବ। ଟ୍ରେନ ନମ୍ବର ୧୮୪୦୭ ପୁରୀରୁ ସୋମବାର, ଗୁରୁବାର ଓ ଶନିବାର ଏବଂ ଟ୍ରେନ ନମ୍ବର ୧୮୪୦୮ କୋରାପୁଟରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ