ସୁଧୀର ପାତ୍ର ଅପହରଣ ଓ ହତ୍ୟା ମାମଲା: ଅପହରଣ ପରବର୍ତ୍ତୀ ଘଟଣା ବଖାଣିଲେ ପତ୍ନୀ

ଗଞ୍ଜାମ: ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ମାମଲା। ସ୍ତ୍ରୀ ରଶ୍ମିତାଙ୍କ ମୁହଁରେ ସ୍ୱାମୀ ସୁଧୀର ପାତ୍ରଙ୍କ ହତ୍ୟାର କାହାଣୀ। ଅପହରଣ ପରବର୍ତ୍ତୀ ଘଟଣା ବଖାଣିଲେ ପତ୍ନୀ ରଶ୍ମିତା ପାତ୍ର। ସ୍ୱାମୀଙ୍କୁ ଅପହରଣ ପରେ ୨ କୋଟି ଟଙ୍କା ମାଗିଥିଲେ ଅପହରଣକାରୀ। ଅପହରଣ ଘଟଣା ପରଠାରୁ ପୋଲିସ ସହ ଯୋଗାଯୋଗରେ ରହିଥିଲୁ। ତ୍ୟାକାଣ୍ଡରେ ପରିବାର ଲୋକ ସମ୍ପୃକ୍ତି ଥିବା ପୋଲିସ ସୂଚନା ଦେଇଥିଲା। ଅପହରଣକାରୀଙ୍କ ମୋବାଇଲ ନମ୍ବରରୁ ପରିବାରର ଲିଙ୍କ୍ ପାଇଥିଲା ପୋଲିସ।

ଝିଆରୀ ୪ମାସ ପୂର୍ବେ ସଂପୃକ୍ତ ନମ୍ବର ସହ ଯୋଗାଯୋଗରେ ଥିଲେ। ବଡ଼ ଭାଇଙ୍କ ମୃତ୍ୟୁ ପରଠାରୁ ତାଙ୍କ ମନରେ ଅଶାନ୍ତି ଥିଲା। ଶାନ୍ତିରେ ବଞ୍ଚିବାକୁ ଦେବୁନି କହିଥିଲେ ସୁଧୀରଙ୍କ ଭାଉଜ। ଜଣେ ବ୍ୟବସାୟୀଙ୍କୁ ବିବାହ କରିବେ ବୋଲି ସୁଧୀରଙ୍କୁ ନିବେଦିତା କହିଥିଲେ ବୋଲି କହିଛନ୍ତି ମୃତ ସୁଧୀରଙ୍କ ପତ୍ନୀ ରଶ୍ମିତା। ଏବଂ ବଡ଼ ଜା’ ଓ ତାଙ୍କ ଭାଇଙ୍କୁ ତଦନ୍ତ ପରିସରକୁ ଆଣିବାକୁ ଦାବି କରିଛନ୍ତି ରଶ୍ମିତା।

  • Related Posts

    ବୋର୍ଡ ଅଫ୍ ରେଭିନ୍ୟୁର ନିର୍ମାଣଧୀନ ଛାତରୁ ଖସି ଶ୍ରମିକ ମୃତ

    କଟକ: ବୋର୍ଡ ଅଫ୍ ରେଭିନ୍ୟୁର ନିର୍ମାଣଧୀନ ବିଲ୍ଡିଙ୍ଗ ଲିଫ୍ଟ କାମ ଚାଲୁଥିବା ବେଳେ ଛାତ ଉପରୁ ଖସିପଡି ଶ୍ରମିକ ମୃତ। ଶ୍ରମିକ ଜଣକ କୌଣସି କାରଣବଶତଃ ଛାତ ଉପରୁ ଖସିପଡି ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ କଟକ ଏସସିବି ମେଡିକାଲରେ ତାଙ୍କୁ…

    Continue reading
    ବାଲିଅନ୍ତା ପରେ ବାଲିପାଟଣାରେ ବାଡେଇ ବାଡେଇ ମାରିଦେଲେ

    ଭୁବନେଶ୍ୱର: ବାଲିଅନ୍ତାରେ ଲୋକମାନ ଗତକାଲି ଜଣଙ୍କୁ ବାଡେଇ ବାଡେଇ ମାରି ଦେଇଥିଲେ, ଆଜି ବାଲିପାଟଣାରେ ଆଉଜଣଙ୍କୁ ବାଡେଇ ବାଡେଇ ମାରିଦେଲେ । ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର ପୋଲ ନିକଟରେ ଘଟିଥିବା ବର୍ବର ହତ୍ୟାକାଣ୍ଡକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ