ଦରଦାମ୍ ବୃଦ୍ଧି, ୬ରେ ଆନ୍ଦୋଳନ କରିବ ବିଜେଡ଼ି

ଭୁବନେଶ୍ବର: ଦରଦାମ୍ ବୃଦ୍ଧିକୁ ନେଇ ଆସନ୍ତା ୬ ତାରିଖରେ ବିଜେଡି ଆନ୍ଦୋଳନ କରିବ। ରାଜ୍ୟରେ ଅତ୍ୟାବଶକୀୟ ଜିନିଷର ଦରଦାମ ଅହେତୁକ ବୃଦ୍ଧି ଯୋଗୁଁ ଗରିବ ଲୋକଙ୍କୁ ବାଧୁଛି। ଅନ୍ତର୍ଜାତୀୟ ସ୍ତରରେ ତୈଳ ଦର କମିଥିଲେ ମଧ୍ୟ ତଳ ସ୍ତରରେ ତୈଳ ଦର କମୁନାହିଁ । ଦରଦାମ ଏବେ ସାଧାରଣ ଲୋକଙ୍କ ପାଇଁ ବୋଝ ହୋଇଛି । ଏହାର ପ୍ରତିବାଦରେ ବିଜେଡି ଆସନ୍ତା ୬ତାରିଖରେ ଆନ୍ଦୋଳନ କରିବ। ଦରଦାମ୍ ବୃଦ୍ଧିକୁ ରୋକିବାରେ ରାଜ୍ୟ ସରକାର ବିଫଳ ହୋଇଥିବାରୁ ବିଜେଡି ଲୋୟର ପିଏମଜିରୁ ଲୋକସଭା ଭବନ ଆଗରେ ବିକ୍ଷୋଭ କରିବ ବୋଲି ବରିଷ୍ଠ ବିଜେଡି ନେତା ପୂର୍ବତନ ବିଧାୟକ ପ୍ରତାପ ଜେନା କହିଛନ୍ତି।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ