ଦନ୍ତାରିବାହାଳ ଗ୍ରାମରେ ଦନ୍ତାହାତୀ ଆତଙ୍କ

ଦେବଗଡ଼:ବାରକୋଟ ବ୍ଳକର ଦନ୍ତାରିବାହାଳ ଗ୍ରାମରେ ଦନ୍ତା ହାତୀ ଗ୍ରାମର ଥିବା ମତୁଆଳି ନାଳରେ ଆଜି ସକାଳେ ଦୀର୍ଘ ସମୟ ଧରି ଦନ୍ତା ହାତୀ ଜଳକ୍ରୀଡା କରୁଥିବା ଦେଖିବାକୁ ମିଳିଥିଲା। ଯାହା ଦେଖିବା ପାଇଁ ଗ୍ରାମବାସୀଙ୍କ ଭିଡ ଜମିଥିଲା।ଅନ୍ୟପଟେ ହାତୀ ଟି ବହୁ ସମୟ ପାଣିରେ ଜଳକ୍ରୀଡା କରିବା ପରେ ବାହାରକୁ ବାହାରିଥିଲା।ଅନ୍ୟପଟେ ହାତୀ ଗ୍ରାମରେ ବ୍ୟାପକ କ୍ଷୟକ୍ଷତି କରିଥିବା ଜଣାପଡିଛି।ଖବରପାଇ ବନବିଭାଗର କର୍ମଚାରୀମ‌ାନେ ଘଟଣାସ୍ଥଳରେ ପହଂଚି ହାତୀର ଗତିବିଧି ଉପରେ ନଜର ରଖିଛନ୍ତି।

  • Related Posts

    ଦେବଗଡରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

    ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଯୋଗଦେଇ ୨୭ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ…

    Continue reading
    ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା

    ଭୁବନେଶ୍ୱର : ବୁଧବାର ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ