ଆସିକା SDPO ନିଲମ୍ବିତ

ଆସିକା: ଆସିକା SDPO ସନ୍ତୋଷ କୁମାର ଜେନା ନିଲମ୍ବିତ। SDPOଙ୍କ ବିରୋଧରେ ଗୃହ ବିଭାଗ ପକ୍ଷରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନିଲମ୍ବନ ସମୟରେ ଦକ୍ଷିଣାଞ୍ଚଳ IGଙ୍କ ଅଫିସରେ କାର୍ଯ୍ୟ କରିବେ SDPO। IGଙ୍କ ବିନା ଅନୁମତିରେ ଅନ୍ୟତ୍ର ନଯିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି।

ଆସିକା ଅଞ୍ଚଳରେ ଏକ ସୁନା ଦୋକାନରୁ ସୁନା ଅଳଙ୍କାର କିଣି ପଇସା ଦେଇନଥିବା ଅଭିଯୋଗ ହୋଇଥିଲା। ଏନେଇ ଆସିକାର ସମ୍ପୃକ୍ତ ଦୋକାନୀ ପୁଲିସ ଡିଜି ଓ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କରିଥିଲେ। ଏପରିକି ସେ ନିଜ ଫେସବୁକ୍ ରେ ଏ ସମ୍ପର୍କିତ ଏକ ଭିଡିଓ ବି ଅପଲୋଡ୍ କରିଥିଲେ।

ଅବଶ୍ୟ ପରେ ସେହି ଭିଡିଓକୁ ହଟାଇ ନିଜ ଫେସବୁକ୍ ଆକାଉଣ୍ଟ୍ କୁ ବନ୍ଦ କରି ଦେଇଛନ୍ତି । ଏ ସମ୍ପର୍କରେ ଗଞ୍ଜାମ ଏସ୍ ପିଙ୍କୁ ରିପୋର୍ଟ ମଗାଯାଇଥିଲା। ଏସ୍ ପିଙ୍କ ରିପୋର୍ଟ ଆଧାରରେ ଗୃହବିଭାଗ ନିଲମ୍ବନ ନିର୍ଦ୍ଦେଶନାମା ଜାରି କରିଛି।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ