ପୋଲିସ ଡିଜିଙ୍କ ନିର୍ଦ୍ଦେଶ ଜାରି : ଅମଲା କାମରୁ ହଟିବେ ସୁରକ୍ଷାକର୍ମୀ

ଭୁବନେଶ୍ୱର: ଅମଲା କାମରୁ ହଟିବେ ସୁରକ୍ଷାକର୍ମୀ। ପୋଲିସ ମୁଖ୍ୟାଳୟରୁ ଆରମ୍ଭ କରି ବିଭିନ୍ନ ୟୁନିଟରେ ଅମଲା କାମରେ ନିୟୋଜିତ ଥିବା ସିପାହୀମାନେ ହଟିବେ। ଏ ନେଇ ପୋଲିସ ଡିଜି ନିର୍ଦ୍ଦେଶ ଜାରି କରିଛନ୍ତି। ଆର୍ମଡ ବାଟାଲିୟନରୁ ଦୀର୍ଘ ଦିନ ଧରି ଡେପୁଟେସନରେ ଆସିଥିବା ସିପାହୀଙ୍କୁ ଆସନ୍ତା ୩୧ ତାରିଖ ସୁଦ୍ଧା ସେମାନଙ୍କ ମୂଳ ବାଟାଲିୟନଙ୍କୁ ଫେରାଇ ଦେବା ପାଇଁ ପୋଲିସ ଡିଜି ନିର୍ଦ୍ଦେଶ ଜାରି କରିଛନ୍ତି।

ଏହି ଧାର୍ୟ୍ୟ ସମୟ ମଧ୍ୟରେ ସମସ୍ତ କର୍ମଚାରୀଙ୍କୁ ଫେରାଇବା ସହ ଏବାବଦରେ ଆଇଜି ପର୍ସୋନେଲଙ୍କୁ ଅବଗତ କରିବାକୁ ସମସ୍ତ ଏଡିଜି, ଆଇଜି, ଡିଆଇଜି ଓ ଏସପି ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ