ମନୋଜ ସାହୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସଚିବ ସ୍ଥରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ମନୋଜ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୨୦୦୬ ବ୍ୟାଚର ଆଇଏଏସ ଅଧିକାରୀ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଥିବା ଆଇଏଏସ ମନୋଜ କୁମାର ସାହୁଙ୍କୁ, ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ନିଯୁକ୍ତି ଦିଆଯାଇଛି। ଶ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିଲେ।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ