ଢୋଲପଡା କ୍ରିକେଟ ପ୍ରତିଯୋଗିତା ଉଦଯାପିତ ମାଝିପାଲି ଚାମ୍ପିଅନ

ଦେବଗଡ଼:ତିଲେଇବଣି ବ୍ଲକର ଢୋଲପଡା ଗ୍ରାମରେ ଦଶ ଦିନ ଧରି ଚାଲିଥିବା କ୍ରିକେଟ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ ଢୋଲପଡା ସହିତ ମାଝିପାଲି ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ମ୍ୟାଚରେ ମାଝିପାଲି ଦଳ ବିଜୟୀ ହୋଇ ଚାମ୍ପିଅନ ହୋଇଥିଲା। ମ୍ୟାଚକୁ ତପନ ଜାନିଓ ପ୍ରତୀକ ନାୟକ ପରିଚାଳନା କରିଥିଲେ। ଉଦଯାପନୀ କାର୍ଯ୍ୟକ୍ରମରେ ସାଂସଦଙ୍କ ପ୍ରତିନିଧି ଯୋଗେଶ ଚନ୍ଦ୍ର ପ୍ରଧାନ ମୁଖ୍ୟଅତିଥି,ପ୍ରଦୀପ ପାତ୍ର,ସୁରେଶ ପାତ୍ର,ସୁନୀଲ ସାହୁ, ଅଜୟ ସାହୁ, ପ୍ରସନ୍ନ ଦେହୁରୀ, ଚନ୍ଦ୍ରଭାନୁ ମଝି,ଗୁରୁଚରଣ ଭୋଇ,ଟିକେଶ୍ୱରୀ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବିଜେତା ଓ ଉପବିଜେତା ଦଳକୁ ପୁରସ୍କୃତ କରିଥିଲେ। ପ୍ରତିଯୋଗିତା ପରିଚାଳନାରେ କ୍ଲବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।

  • Related Posts

    ସୁଗଡ଼ବାଡି ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ସୁଗଡ଼ବାଡି ପଞ୍ଚାୟତ ସଭା ଗୃହ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ ଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା.ଜନଶୁଣାଣୀରେ ମୋଟ ୨୦ଟି ଅଭିଯୋଗ ରୁ ୨ ଗୋଟି ସାମୁହିକ ଏବଂ ୧୮ଟି ବ୍ୟକ୍ତିଗତ…

    Continue reading
    ପାଉଁଶରେ ପୋତି ହୋଇଗଲା ଚାଷ ଜମି, ଚିନ୍ତାରେ ଚାଷୀ

    ଦେବଗଡ଼:ଦେବଗଡ ଜିଲ୍ଲାର ବାରକୋଟ ବ୍ଲକର ନିକ୍ତିମାଳ ଗ୍ରାମରେ ଥିବା ଇଟା ଭାଟିରେ ବ୍ୟବହୃତ ଆସ(ପାଉଁଶ)କିଛି ଚାଷୀଙ୍କ ଚାଷ ଜମିରେ ପୋତି ହୋଇଯାଇଛି। ଯାହା ଫଳରେ ଚାଷୀମାନେ ଚାଷ କାର୍ଯ୍ୟ କରିବା ପାଇଁ ନାର୍ହି ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଚାଷୀମାନେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ