ରି-ନିଟ୍ : ସତର୍କତା ଏବଂ ସୁରକ୍ଷା ସହ କୌଣସି ବୁଝାମଣା ନାହିଁ- ଧର୍ମେନ୍ଦ୍ର ପ୍ରଧାନ

୧୯ /୦୫/୨୦୨୬: ଜୁନ୍ ୨୧ ରେ ପୁର୍ନବାର ହେବାକୁ ଥିବା ନିଟ୍ ପରୀକ୍ଷାର ପ୍ରସ୍ତୁତି ନିମନ୍ତେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ପରୀକ୍ଷା ସମୟରେ କଠୋର ସୁରକ୍ଷା ପ୍ରୋଟୋକଲ୍ ଏବଂ ସ୍ୱଚ୍ଛତା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକ ଅବସରରେ ପରୀକ୍ଷା ଆୟୋଜନରେ ସମ୍ପୂର୍ଣ୍ଣ ନିଷ୍ଠା ଓ ସ୍ୱଚ୍ଛତାର ଅନୁପାଳନ ଉପରେ ଜୋର୍ ଦେଇ ଧର୍ମେନ୍ଦ୍ର ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି ଯେ, ପୂର୍ବ ପରୀକ୍ଷା ପ୍ରକ୍ରିୟାରେ ଚିହ୍ନଟ ହୋଇଥିବା ସମସ୍ତ ତ୍ରୁଟିକୁ ସମ୍ପୂର୍ଣ୍ଣ ରୂପେ ଦୂର କରି କଠୋର ସୁରକ୍ଷା ପ୍ରୋଟୋକଲ୍ ଅଧୀନରେ ସୁରକ୍ଷିତ, ସୁଚାରୁ ଏବଂ ତ୍ରୁଟିଶୂନ୍ୟ ଭାବରେ ପୁର୍ନବାର ନିଟ୍ ପରୀକ୍ଷା କରାଯିବା ଉଚିତ୍। ପରୀକ୍ଷା ବ୍ୟବସ୍ଥାର ଦୃଢ଼ ନିରୀକ୍ଷଣ ଏବଂ ପ୍ରଭାବଶାଳୀ କାର୍ୟ୍ୟାନ୍ୱୟନ ସୁନିଶ୍ଚିତ କରିବା ପାଇଁ, ସମସ୍ତ ରାଜ୍ୟର ଜିଲ୍ଲା ମାଜିଷ୍ଟ୍ରେଟ୍ ଏବଂ ପୋଲିସ ସୁପରିଣ୍ଟେଣ୍ଡେଣ୍ଟମାନଙ୍କ ସହ ସମନ୍ୱୟ ବୈଠକ ଆୟୋଜନ କରିବାକୁ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି।

  • Related Posts

    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading
    ଖୁସିଖବର : ନଭେମ୍ବର ସୁଦ୍ଧା ସରିବ ଅଧ୍ୟାପକ ନିଯୁକ୍ତି  

    ଭୁବନେଶ୍ୱର, ଅକ୍ଟୋବର ୩: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଆରମ୍ଭ କରି ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ କୁଳାଧିପତି ତଥା ଓଡ଼ିଶାର ମାନ୍ୟବର ରାଜ୍ୟପାଳ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ