IPL ପ୍ଲେ-ଅଫରୁ ବିଦାହେଲା CSK

ଧୂଳିସାତ୍ ହେଲା ଚେନ୍ନାଇ ସ୍ବପ୍ନ । IPL ପ୍ଲେ-ଅଫରୁ ବିଦାହେଲା CSK । ଗତକାଲି ନିଜର ଶେଷ ଲିଗ ମ୍ୟାଚରେ ଗୁଜରାଟ ଟାଇଟନ୍ସ ୮୯ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇଛି। ଏହି ପରାଜୟ ସହ ଚେନ୍ନାଇ ପ୍ଲେ ଅଫରୁ ବାଦ୍ ପଡ଼ିଥିବା ବେଳେ ଗୁଜରାଟ ଦ୍ବିତୀୟ ସ୍ଥାନରେ ନିଜର ସ୍ଥିତି ମଜବୁତ କରିଛି।

ପ୍ରଥମେ ବ୍ୟାଟିଂ କରିଥିବା ଗୁଜରାଟ ସାଇ ସୁଦର୍ଶନଙ୍କ ୮୪ ରନ, ଶୁଭମନ ଗିଲଙ୍କ ୬୪ ରନ ଓ ଜୋସ ବଟଲରଙ୍କ ୫୭ ରନ ବଳରେ ୪ ୱିକେଟ୍ ହରାଇ ୨୨୯ ରନର ବିଶାଳ ସ୍କୋର କରିଥିଲା। ୨୩୦ ରନ୍ ର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିଲା ଚେନ୍ନାଇ ଆରମ୍ଭରୁ ଝଟକା ଖାଇଥିଲା ।

ଦଳର ସ୍କୋର ୫୧ ବେଳକୁ ୪ଜଣ ଖେଳାଳି ଆଉଟ୍ ହୋଇସାରିଥିଲେ। ୧୩.୪ ଓଭରରେ ସମସ୍ତ ୱିକେଟ ହରାଇ ମାତ୍ର ୧୪୦ ରନ୍ କରିଥିଲା। ଗୁଜରାଟ ପାଇଁ ମହମ୍ମଦ ସିରାଜ, ରସିଦ ଖାନ ଏବଂ କାଗିସୋ ରାବଡ଼ା ୩ଟି ଲେଖାଏଁ ୱିକେଟ୍ ନେଇଥିଲେ ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ