ନିଆଁରେ ଜଳିଗଲା ୧୪ ହେକ୍ଟର ଜଙ୍ଗଲ

ଡେରାଡୁନ୍: ଦେବଭୂମି ଉତ୍ତରାଖଣ୍ଡ ଜିଲ୍ଲା ମୁଖ୍ୟାଳୟ ସଂଲଗ୍ନ ବୁଡୋଗି ଗାଁ ନିକଟରେ ଜଙ୍ଗଲରେ ନିଆଁ ଲାଗିଛି। ଶନିବାର ସନ୍ଧ୍ୟାରୁ ତେହରି ଜିଲ୍ଲାର ଜଙ୍ଗଲରେ ଲାଗିଥିବା ନିଆଁ ସ୍ଥାନୀୟ ପ୍ରଶାସନ ଏବଂ ବନ ବିଭାଗକୁ ଚିନ୍ତିତ କରିଦେଇଛି। କିଛି ଦିନ ଧରି ଉତ୍ତରାଖଣ୍ଡରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଜଙ୍ଗଲ ନିଆଁ ଆହୁରି ଭୟଙ୍କର ହେବାରେ ଲାଗିଛି । ତେହରିର ଡିଭିଜନାଲ ଫରେଷ୍ଟ ଅଫିସର ପୁନିତ ତୋମାର କହିଛନ୍ତି ଯେ, ସୂଚନା ପାଇବା ପରେ, ବିଭାଗର ଦଳ ଶୀଘ୍ର ଘଟଣାସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ନିଆଁ ଲିଭାଇଥିଲେ। ଅଧିକାରୀଙ୍କ ଅନୁଯାୟୀ, ପ୍ରଥମେ ନିଆଁକୁ ନିୟନ୍ତ୍ରଣ କରିବା ଏକ ଗୁରୁତ୍ୱପୂର୍ଣ୍ଣ ଚ୍ୟାଲେଞ୍ଜ ସୃଷ୍ଟି କରିଥିଲା। ଜଙ୍ଗଲନିଆଁ ଜନବସତି ଅଞ୍ଚଳରେ ଯେପରି ନବ୍ୟାପିବ ସେଥିପାଇଁ ପଦ‌କ୍ଷେପ ଗ୍ରହଣ କରାଯାଇଥିଲା। ବନ ବିଭାଗ ଆକଳନ କରିଛି ଯେ ଏହି ବିଶାଳ ଅଗ୍ନିକାଣ୍ଡରେ ପ୍ରାୟ ଚଉଦ ହେକ୍ଟର ଅଞ୍ଚଳ ପ୍ରଭାବିତ ହୋଇଛି।

  • Related Posts

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରେମ କରୁଛନ୍ତି କି ? ଜାଣିରଖନ୍ତୁ ଏସବୁ କଥା । ଯଦି ମନେରଖିବେ କେବେ ଆପଣଙ୍କର ଗାର୍ଲଫ୍ରେଣ୍ଡ ସହ ହେବନି ଝଗଡ଼ା । ତା ହେଲେ ପଢ଼ିନିଅନ୍ତୁ ଟ୍ଟକଣ କଣ ଇଚ୍ଛାଥାଏ ଗାର୍ଲଫ୍ରେଣ୍ଡଙ୍କର । ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ଇଚ୍ଛାଥାଏ, ଦିନର ପ୍ରଥମ…

    Continue reading
    ବାହାଘର ପରେ କାହିଁକି ମୋଟା ହୋଇଯାଆନ୍ତି ଝିଅମାନେ, କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ୟ୍ୟ

    ବାହାଘର ପରେ ଝିଅଙ୍କ ଜୀବନରେ ବହୁ ପରିବର୍ତ୍ତନ ଆସିଥାଏ। ନିଜ ଘରେ ଆରାମ ଓ ବିନା ଚିନ୍ତା ରହୁଥିବା ଝିଅ ଯେତେବେଳେ ଶାଶୁ ଘରେ ପାଦ ରଖେ ସେସମୟରୁ ହିଁ ଏକ ନୂଆ ଜୀବନ ଆରମ୍ଭ ହୋଇଯାଇଥାଏ। ପରିବାରର ସଦସ୍ୟଙ୍କ ଖାଇବାଠୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ