ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ

ହାଂସି: ହରିୟାଣାର ହାଂସି ନିକଟ ଜିତପୁରା ବସ୍‌ଷ୍ଟାଣ୍ଡ ନିକଟରେ ରବିବାର ରାତି ପ୍ରାୟ ୨ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ସାନଝା ଚୁଲହା ହୋଟେଲ ନିକଟରେ ଏହି ଦୁର୍ଘଟଣା ଘଟିଛି, ଯେଉଁଠାରେ ଏକ ଦ୍ରୁତ ଗତିରେ ଯାଉଥିବା କାର ଏକ ବାଇକ୍ ସହିତ ଧକ୍କା ଦେଇଥିଲା। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ ଧକ୍କା ଏତେ ଜୋରଦାର ଥିଲା ଯେ ବାଇକ୍ଟି ପ୍ରାୟ ୧୦୦ ଫୁଟ ଦୂରରେ ପଡ଼ିଥିଲା। କାରର ଆଗ ଭାଗ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିଲା।

  • Related Posts

    ସୀମାପୁରୀ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି

    ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀ ଅଞ୍ଚଳରେ ଏକ ଚାରିମହଲା କୋଠା ଭୁଶୁଡ଼ି ପଡ଼ିବା ଘଟଣାରେ ଗୁରୁବାର ଆଉ ଦୁଇଜଣଙ୍କ ଶବ ଉଦ୍ଧାର ହେବା ପରେ ମୋଟ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ବୁଧବାର ଅପରାହ୍ନ ପ୍ରାୟ ୩:୩୦ ସମୟରେ ଘଟିଥିବା ଏହି…

    Continue reading
    ‘ଭାରତ ନିଜର ବାୟୁସେନା ଯୋଦ୍ଧାମାନଙ୍କ ଉପରେ ଗର୍ବିତ’

    ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡିଆ ଏକ୍ସରେ ଏକ ବିଶେଷ ଭିଡିଓ ସେୟାର କରି ଲେଖିଛନ୍ତି, ‘ଭାରତ ନିଜର ବାୟୁସେନା ଯୋଦ୍ଧାମାନଙ୍କ ଉପରେ ଗର୍ବିତ’। ବାୟୁସେନା ଦିବସରେ, ଆମେ ଆମର ଆକାଶକୁ ସୁରକ୍ଷା ଦେବାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ