ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍ ଘଟଣା

ଭୁବନେଶ୍ବର: ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍ ଘଟଣା । ଯାତ୍ରୀବାହୀ ଅଟୋକୁ ଧକ୍କା ଦେଲା ଟ୍ରକ୍ । ଧକ୍କା ଦେବା ପରେ ଅଟୋକୁ ଏନଏଚରେ ଘୋଷାଡ଼ି ନେଲା ଟ୍ରକ୍ । ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଡ୍ରାଇଭରଙ୍କୁ ମାଡ଼ ମାରିଲେ ଉତ୍ୟକ୍ତ ଲୋକ । କଟକ-ପୁରୀ ବାଇପାସ୍ ରୋଡ୍ ପାଣ୍ଡରା ଛକ ନିକଟରେ ଘଟିଛି ଏଭଳି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, । କଟକ-ପୁରୀ ବାଇପାସ୍ ରୋଡ୍ ପାଣ୍ଡରା ଛକ ନିକଟରେ ଏକ ଯାତ୍ରୀବାହୀ ଅଟୋ ଯାଉଥିବା ବେଳେ ପଛପଟୁ ଧକ୍କା ଦେଲା ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ I ଦୁର୍ଘଟଣା ଘଟାଇବା ପରେ ବି ଅମାନିଆ ଟ୍ରକ୍ ଚାଳକ ପ୍ରାୟ ୫୦ରୁ ୬୦ମିଟର ପର୍ଯ୍ୟନ୍ତ NHରେ ଘୋଷାଡ଼ି ନେଇଥିଲା

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ