କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର

କୋଣାର୍କ: ଗତକାଲି ଆଜି କୋଣାର୍କ ଇକୋ ରିଟ୍ରିଟ୍ରରେ ରାତ୍ରିଯାପନ କରିଥିଲେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର। ଆଜି ସକାଳେ କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି। ସେ ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ଗସ୍ତ ହେତୁ କୋଣାର୍କର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ବ୍ୟାପକ ପୁଲିସ ମୃତୟନ ହୋଇଛନ୍ତି। ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କୋଣାର୍କ ରାସ୍ତାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଏସ୍. ଜୟଶଙ୍କର। ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ପ୍ରବାସୀ ଭାରତୀୟ ଦିବସରେ ସେ ସାମିଲ ହେବେ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ