ବୁବୁନ ସାହୁ ଓଏଏସ ଟପ୍ପର

ଆଜି ଓଏଏସ ଫଳ ପ୍ରକାଶ ପାଇଛି । ୩୫୧୬୫ ପିଲା ପରୀକ୍ଷା ଦେଇଥିଲେ । ଏଥର ୧୭ ମାସ ମଧ୍ୟରେ ଫଳାଫଳ ପ୍ରକାଶ ପାଇଛି । ବୁବୁନ ସାହୁ ଟପ୍ପର ହୋଇଛନ୍ତି । ୨ ଶହ ପିଲା କୃତକାର୍ଯ୍ୟ ହୋଇଥିବାବେଳେ ୭୯ ଜଣ ମହିଳା ରହିଛନ୍ତି । ଶୋଭନ ମହାନ୍ତି ଦ୍ୱିତୀୟ ସ୍ଥାନରେ ଥିବାବେଳେ ଜିତମିତ୍ର ସାହୁ ତୃତୀୟ ସ୍ଥାନରେ ଅଛନ୍ତି । ସେହିପରି କନକ ଜୈନ, ସଂଗ୍ରାମ ପ୍ରଧାନ, ଅମନ ଗୋୟଲ, ଶାନ୍ତନୁ କୁମାର ଶତପଥି, ନୀତେଶ କୁମାର ବାରିକ, ଶୀତଲ ପାତ୍ର ଓ ଈତିଶ୍ରୀ ଜେନା ଚତୁର୍ଥରୁ ଦଶମ ସ୍ଥାନରେ ରହିଛନ୍ତି ।

  • Related Posts

    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading
    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ