ନିର୍ବାଚନରେ ଫେଲ୍ ହେଲେ ଓଏଏସ୍ ପରୀକ୍ଷାରେ ପାସ୍

ବାଲେଶ୍ବର: ନେତା ହେବାକୁ ଚାହୁଁଥିଲେ, ହେଲେ ହୋଇପାରିଲନି । ୨୦୨୪ ବିଧାନସଭା ନିର୍ବାଚନରେ ବାଲେଶ୍ବର ଜିଲ୍ଲା ସୋର ଆସନରେ ସେ ଥିଲେ ସ୍ବାଧୀନ ପ୍ରାର୍ଥୀ । ନିଜେ ନିଜେ ପ୍ରଚାର କରି ଲୋକଙ୍କ ପାଖରେ ପହଞ୍ଚିଥିଲେ। ହେଲେ ନିର୍ବାଚନ ଜିତିପାରିଲେନି । ମାତ୍ର ୨୫୧ ଖଣ୍ଡ ଭୋଟ୍‌ ତାଙ୍କୁ ମିଳିଥିଲା। ଚାହିଁଥିଲେ ବି ସେ ସିନା ନେତା ହୋଇପାରିଲେନି, ହେଲେ ବାବୁ ବନିଗଲେ। ଏଥର ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ୧୩୮ତମ ସ୍ଥାନ ହାସଲ କରିଛନ୍ତି ଶିବାନୀ ଶଙ୍କର ରାୟ। ଏବେ ସେ OAS ଅଫିସର।

  • Related Posts

    ଚାକିରୀ ପାଇଁ : ଖାଲି ପାଦରେ ଶାଢ଼ୀ ପିନ୍ଧି ୧୬୦୦ ମିଟର ଦୌଡିଲେ ବିଧବା

    ସୋସିଆଲ ମିଡିଆରେ ଆଜି ଗୋଟିଏ ଭିଡିଓ ଖୁବ୍‌ ଭାଇରାଲ ହୋଇଛି । ପିନ୍ଧାଶାଢ଼ୀକୁ ଅଣ୍ଟାରେ ଖୋସି ଖାଲି ପାଦରେ ୮ ମିନିଟ୍‌ରେ ସେ ଦୌଡିଛନ୍ତି ୧୬୦୦ ମିଟର । କେବଳ ନିଜର ପେଟପାଟଣା ପାଇଁ । ଝାଡଖଣ୍ଡର ଜଣେ ବିଧବା ମହିଳା…

    Continue reading
    ରିଲିଜ୍‌ର ଦିନକ ପୂର୍ବରୁ ଦର୍ଶକ ଦେଖିପାରିବେ ‘ରାମାୟଣ’ ସିନେମା

    ଭାରତରେ ‘ରାମାୟଣ ପାର୍ଟ ୧’ର ଅଫିସିଆଲ୍‌ ରିଲିଜ୍‌ ନଭେମ୍ବର ୫ରେ ହେବ ଜଣାପଡ଼ିଥିବା ବେଳେ, ଦର୍ଶକ କିନ୍ତୁ ପେଡ୍‌ ପ୍ରିଭ୍ୟୁ ଜରିରଆରେ ନଭେମ୍ବର ୪ ତାରିଖ ବୁଧବାର ଠାରୁ ଏହି ସିନେମା ଦେଖିବାକୁ ପାଇବେ । ଅର୍ଥାତ୍‌ ଦର୍ଶକମାନେ ଟିକେଟ୍‌ ବୁକ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ