ହୀରାକୁଦ:ଯେକୌଣସି ସମୟରେ ବନ୍ୟାଜଳ ନିଷ୍କାସନ କରାଯାଇପାରେ

ସମ୍ବଲପୁର:ବର୍ଷା ଋତୁରେ ହୀରାକୁଦ ଜଳଭଣ୍ତାରେ ଜଳରାଶି ବୃଦ୍ଧି ପାଇଥାଏ ଏହାକୁ ଆଖି ଆଗରେ ରଖି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ସତର୍କତା ଜାରି କରିଛନ୍ତି। ସେ କହିଛନ୍ତି ଚଳିତ ବର୍ଷା ଋତୁରେ ଯେକୌଣସି ସମୟରେ ବନ୍ୟାଜଳ ନିଷ୍କାସନ କରାଯାଇପାରେ।
ଏହାକୁ ନଜରରେ ରଖି ମହାନଦୀ ନଦୀ ଶଯ୍ୟାରେ ଚଳାଚଳ କିମ୍ବା ଅନ୍ୟ କାର୍ଯ୍ୟ କରୁଥିବା ସାଧାରଣ ଲୋକଙ୍କୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ।ବନ୍ୟାଜଳ ଛାଡ଼ାଯିବା ପୂର୍ବରୁ ବନ୍ଧର ବାମ ସ୍ପିଲୱେ ନିକଟରେ ବିଶେଷ ସାଇରନ ବଜାଯିବ। ଏହି ସାଇରନ୍ ପ୍ରଥମେ ୨ ମିନିଟ୍ ଧରି ଲଗାତାର ବାଜିବ ଏବଂ ପରେ ୨୦ ସେକେଣ୍ଡ ବ୍ୟବଧାନରେ ୩୦ ସେକେଣ୍ଡ କରି ଦୁଇଥର ବାଜିବ। ଏହି ପ୍ରକ୍ରିୟା ପୁନରାବୃତ୍ତି ହେବ। ସୂଚନା ଅନୁଯାୟୀ, ପ୍ରକୃତରେ ଗେଟ୍ ଖୋଲାଯିବାର ପ୍ରାୟ ୨ ଘଣ୍ଟା ପୂର୍ବରୁ ଏହି ସାଇରନ୍ ବଜିବା ଆରମ୍ଭ ହେବ। ଏହା ସାଧାରଣ ସାଇରନ୍‌ଠାରୁ ଅଲଗା ଧରଣର ହେବ ବୋଲି କୁହାଯାଇଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ