କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି

ଦେବଗଡ଼:ବାରକୋଟ ବ୍ଲକର କଲା ଗ୍ରାମରେ ଆଜି କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି। ଗ୍ରାମର ବହୁ ଲୋକଙ୍କ ଆଜବେଷ୍ଟସ ଭାଙ୍ଗିଯାଇଥିବ‌ାବ‌େଳେ ଘରର ଛପର ମଧ୍ୟ ଉଡାଇ ନେଇଛି। ଏହାସହିତ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ଯାଇଥିବାବେଳେ ଖବର ଲେଖା ହେବା ପର୍ଯ୍ୟନ୍ତ ବିଦ୍ୟୁତ ସରାବରାହ ସ୍ବଭାବିକ ହୋଇନାହିଁ । ପ୍ରବଳ ପବନ ଯୋଗୁଁ ରାସ୍ତାରେ ଗଛ ଭାଙ୍ଗିଯିବା ଯୋଗୁଁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ସୂଚନା ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପଂହଚି ଗଛ ଗୁଡିକୁ କାଟି ରାସ୍ତା ସଫା କରିଥିଲେ। ତେବେ କ୍ଷତିଗ୍ରସ୍ତ ଲୋକଙ୍କ କ୍ଷୟକ୍ଷତିର ଆକଳନ କରି କ୍ଷତିପୂରଣ ପ୍ରଦାନ କରିବା ପାଇଁ ସାଧାରଣରେ ଦାବି ହୋଇଛି।

  • Related Posts

    ରାଜଧାନୀରେ ବୋମାମାଡ଼, ପୁଲିସର ଛାନ୍‌ଭିନ୍

    ଭୁବନେଶ୍ୱର: ରାଜଧାନୀରେ ମାଟି ମାଫିଆଙ୍କ ଆତଙ୍କ। ଜମିରୁ ଜୋରଜବରଦସ୍ତି ମାଟି ଉଠାଣକୁ ବିରୋଧ କରିବାରୁ ଜମି ମାଲିକଙ୍କ ଘର ଉପରକୁ ବୋମାମାଡ଼ । ଏଭଳି ଘଟଣା ଚନ୍ଦକା ଥାନା ଅନ୍ତର୍ଗତ ପାଇକରାପୁର ଅଞ୍ଚଳରେ ଘଟିଛି। ସୂଚନା ଅନୁଯାୟୀ, ଶନିବାର ପାଇକରାପୁର ଅଞ୍ଚଳରେ…

    Continue reading
    ନାଗ ସହ ରିଲ୍ସ, ଗଲା ଜୀବନ

    ପୁରୀ: ବିଷାକ୍ତ ସାପକୁ ସହଜରେ କାବୁ କରିନେଉଥିଲେ । ଯାହା ଘରେ ସାପ ପଶୁଥିଲା ସେଠାରେ ପହଞ୍ଚି ଧରୁଥିଲେ । ସାପ ସହ ରିଲ୍ସ କରୁଥିଲେ । ସାପ ସହ ଖେଳୁଥିବାରୁ ଦୃଶ୍ୟର ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ୍‌ କରୁଥିବା ସାପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ